Biblia Todo Logo
Bib sou entènèt

- Piblisite -




ଗୀତସଂହିତା 119:114 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

114 ତୁମ୍ଭେ ମୋʼ ଲୁଚିବାର ସ୍ଥାନ ଓ ମୋହର ଢାଲ; ମୁଁ ତୁମ୍ଭ ବାକ୍ୟରେ ଭରସା କରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

114 ତୁମ୍ଭେ ମୋʼ ଲୁଚିବାର ସ୍ଥାନ ଓ ମୋହର ଢାଲ; ମୁଁ ତୁମ୍ଭ ବାକ୍ୟରେ ଭରସା କରେ।

Gade chapit la Kopi

ଓଡିଆ ବାଇବେଲ

114 ତୁମ୍ଭେ ମୋ’ ଲୁଚିବାର ସ୍ଥାନ ଓ ମୋହର ଢାଲ; ମୁଁ ତୁମ୍ଭ ବାକ୍ୟରେ ଭରସା କରେ।

Gade chapit la Kopi

ପବିତ୍ର ବାଇବଲ

114 ତୁମ୍ଭେ ହେଉଛ ମୋର ଲୁଚିବା ସ୍ଥାନ ଏବଂ ସୁରକ୍ଷା ବ୍ୟକ୍ତି। ମୁଁ ତୁମ୍ଭ ବାକ୍ୟରେ ସର୍ବଦା ଭରସା କରେ।

Gade chapit la Kopi




ଗୀତସଂହିତା 119:114
10 Referans Kwoze  

ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ ମୋତେ ରକ୍ଷା କରିବ; ତୁମ୍ଭେ ରକ୍ଷାର୍ଥକ ଗାୟନରେ ମୋହର ଚତୁର୍ଦ୍ଦିଗ ବେଷ୍ଟନ କରିବ। [ସେଲା]


ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ଚତୁର୍ଦ୍ଦିଗରେ ଢାଲ ସ୍ୱରୂପ; ମୋହର ଗୌରବ ଓ ମୋʼ ମସ୍ତକ ଉଠାଇବା କର୍ତ୍ତା ଅଟ।


ପୁଣି, ପ୍ରତ୍ୟେକେ ବତାସରୁ ଆଶ୍ରୟ ସ୍ଥାନ ଓ ଝଡ଼ରୁ ଆଶ୍ରୟ, ଶୁଷ୍କ ସ୍ଥାନରେ ଜଳସ୍ରୋତ, ଶ୍ରାନ୍ତିଜନକ ଭୂମିରେ ବୃହତ ଶୈଳର ଛାୟା ସ୍ୱରୂପ ହେବେ।


ତୁମ୍ଭ ପରିତ୍ରାଣ ପାଇଁ ମୋʼ ପ୍ରାଣ କ୍ଷୀଣ ହୁଏ; ମାତ୍ର ମୁଁ ତୁମ୍ଭ ବାକ୍ୟରେ ଭରସା ରଖେ।


ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି, ସେମାନେ ମୋତେ ଦେଖି ଆନନ୍ଦିତ ହେବେ; କାରଣ ମୁଁ ତୁମ୍ଭ ବାକ୍ୟରେ ଭରସା ରଖିଅଛି।


କାରଣ ସଦାପ୍ରଭୁ ପରମେଶ୍ୱର ସୂର୍ଯ୍ୟ ଓ ଢାଲ ଅଟନ୍ତି; ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ।


ମୁଁ ଆପଣା ରବରେ ସଦାପ୍ରଭୁଙ୍କୁ ଡାକେ, ପୁଣି, ସେ ଆପଣା ପବିତ୍ର ପର୍ବତରୁ ମୋତେ ଉତ୍ତର ଦିଅନ୍ତି। [ସେଲା]


ପୁଣି, ମୋʼ ମୁଖରୁ ସତ୍ୟତାର ବାକ୍ୟ କଦାପି ନିଅ ନାହିଁ; କାରଣ ମୁଁ ତୁମ୍ଭ ଶାସନରେ ଭରସା ରଖିଅଛି।


Swiv nou:

Piblisite


Piblisite