Biblia Todo Logo
Bib sou entènèt

- Piblisite -




ଗୀତସଂହିତା 119:146 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

146 ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି; ମୋତେ ତ୍ରାଣ କର, ତହିଁରେ ମୁଁ ତୁମ୍ଭର ପ୍ରମାଣ-ବାକ୍ୟସବୁ ମାନିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

146 ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି; ମୋତେ ତ୍ରାଣ କର, ତହିଁରେ ମୁଁ ତୁମ୍ଭର ପ୍ରମାଣ-ବାକ୍ୟସବୁ ମାନିବି।

Gade chapit la Kopi

ଓଡିଆ ବାଇବେଲ

146 ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି; ମୋତେ ତ୍ରାଣ କର, ତହିଁରେ ମୁଁ ତୁମ୍ଭର ପ୍ରମାଣ-ବାକ୍ୟସବୁ ମାନିବି।”

Gade chapit la Kopi

ପବିତ୍ର ବାଇବଲ

146 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ଡାକ ପକାଉଛି, ମୋତେ ରକ୍ଷା କର, ଏବଂ ମୁଁ ତୁମ୍ଭର ବାକ୍ୟ ଅନୁସରଣ କରିବି।

Gade chapit la Kopi




ଗୀତସଂହିତା 119:146
7 Referans Kwoze  

ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍‌ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।


ମନୁଷ୍ୟର ଉପଦ୍ରବରୁ ମୋତେ ମୁକ୍ତ କର; ତହିଁରେ ମୁଁ ତୁମ୍ଭର ବିଧାନସବୁ ପାଳନ କରିବି।


ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ।”


ଯେଉଁମାନେ ତାହାଙ୍କ ପ୍ରମାଣ-ବାକ୍ୟସବୁ ପାଳନ କରନ୍ତି, ଯେଉଁମାନେ ସର୍ବାନ୍ତଃକରଣରେ ତାହାଙ୍କୁ ଖୋଜନ୍ତି, ସେମାନେ ଧନ୍ୟ।


ମୋତେ ତ୍ରାଣ କର, ମୁଁ ତୁମ୍ଭର; କାରଣ ମୁଁ ତୁମ୍ଭର ବିଧାନସବୁ ଅନ୍ୱେଷଣ କରିଅଛି।


Swiv nou:

Piblisite


Piblisite