ଗୀତସଂହିତା 119:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ମୋʼ ଠାରୁ ନିନ୍ଦା ଓ ଅପମାନ ଦୂର କର; କାରଣ ମୁଁ ତୁମ୍ଭର ପ୍ରମାଣ-ବାକ୍ୟସବୁ ପାଳନ କରିଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)22 ମୋʼଠାରୁ ନିନ୍ଦା ଓ ଅପମାନ ଦୂର କର; କାରଣ ମୁଁ ତୁମ୍ଭର ପ୍ରମାଣ-ବାକ୍ୟସବୁ ପାଳନ କରିଅଛି। Gade chapit laଓଡିଆ ବାଇବେଲ22 ମୋ’ଠାରୁ ନିନ୍ଦା ଓ ଅପମାନ ଦୂର କର; କାରଣ ମୁଁ ତୁମ୍ଭର ପ୍ରମାଣ-ବାକ୍ୟସବୁ ପାଳନ କରିଅଛି। Gade chapit laପବିତ୍ର ବାଇବଲ22 ମୋ'ଠାରୁ ନିନ୍ଦା ଓ ଅପମାନସବୁ ଦୂର କର। ମୁଁ ତୁମ୍ଭର ବାକ୍ୟ ଅନୁସରଣ କରିଅଛି। Gade chapit la |
ଏଉତ୍ତାରେ ନାବଲ ମରିଅଛି, ଏହା ଦାଉଦ ଶୁଣି କହିଲେ, “ନାବଲ ହସ୍ତରୁ ମୋହର ଅପମାନଜନକ ବିବାଦର ପ୍ରତିବାଦ କଲେ ଓ ଆପଣା ଦାସକୁ ମନ୍ଦ କର୍ମରୁ ନିବୃତ୍ତ କଲେ ଯେ ସଦାପ୍ରଭୁ, ସେ ଧନ୍ୟ ହେଉନ୍ତୁ; ଆଉ ସଦାପ୍ରଭୁ ନାବଲର ମନ୍ଦ କର୍ମର ପ୍ରତିଫଳ ତାହା ମସ୍ତକରେ ବର୍ତ୍ତାଇଅଛନ୍ତି।” ଏଉତ୍ତାରେ ଦାଉଦ ଅବୀଗଲକୁ ବିବାହ କରିବା ବିଷୟ କଥାବାର୍ତ୍ତା କରିବା ପାଇଁ ତାହା ନିକଟକୁ ଲୋକ ପଠାଇଲେ।