Biblia Todo Logo
Bib sou entènèt

- Piblisite -




ଗୀତସଂହିତା 119:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ହେ ସଦାପ୍ରଭୋ, ତୁମ୍ଭ ଦୟା, ଅର୍ଥାତ୍‍, ତୁମ୍ଭ ବାକ୍ୟାନୁସାରେ ତୁମ୍ଭ ପରିତ୍ରାଣ ମୋʼ ପ୍ରତି ବର୍ତ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ହେ ସଦାପ୍ରଭୋ, ତୁମ୍ଭ ଦୟା, ଅର୍ଥାତ୍, ତୁମ୍ଭ ବାକ୍ୟାନୁସାରେ ତୁମ୍ଭ ପରିତ୍ରାଣ ମୋʼ ପ୍ରତି ବର୍ତ୍ତୁ।

Gade chapit la Kopi

ଓଡିଆ ବାଇବେଲ

41 ହେ ସଦାପ୍ରଭୁ, ତୁମ୍ଭ ଦୟା, ଅର୍ଥାତ୍‍, ତୁମ୍ଭ ବାକ୍ୟାନୁସାରେ ତୁମ୍ଭ ପରିତ୍ରାଣ ମୋ’ ପ୍ରତି ବର୍ତ୍ତୁ।

Gade chapit la Kopi

ପବିତ୍ର ବାଇବଲ

41 ହେ ସଦାପ୍ରଭୁ, ମୋ’ ପ୍ରତି ତୁମ୍ଭର ପ୍ରେମ ପ୍ରଦର୍ଶନ କର। ତୁମ୍ଭର ପ୍ରତିଜ୍ଞାନୁସାରେ ମୋତେ ପରିତ୍ରାଣ କର।

Gade chapit la Kopi




ଗୀତସଂହିତା 119:41
10 Referans Kwoze  

ହେ ସଦାପ୍ରଭୋ, ମୋତେ ଉତ୍ତର ଦିଅ; କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଉତ୍ତମ; ତୁମ୍ଭ କୃପାର ବାହୁଲ୍ୟାନୁସାରେ ମୋʼ ପ୍ରତି ଫେର।


ମୁଁ ସର୍ବାନ୍ତଃକରଣରେ ତୁମ୍ଭର ଅନୁଗ୍ରହ ପ୍ରାର୍ଥନା କଲି; ଆପଣା ବାକ୍ୟାନୁସାରେ ମୋʼ ପ୍ରତି ଦୟାଳୁ ହୁଅ।


ତୁମ୍ଭେ ଆପଣା ନାମର ପ୍ରେମକାରୀମାନଙ୍କ ପ୍ରତି ଯେପରି କରିଥାଅ, ସେପରି ମୋʼ ପ୍ରତି ଫେର ଓ ମୋତେ ଦୟା କର।


ଦୁଃଖ ସମୟରେ ଏହା ହିଁ ମୋହର ସାନ୍ତ୍ୱନା; କାରଣ ତୁମ୍ଭର ବାକ୍ୟ ମୋତେ ସଚେତ କରିଅଛି।


ତୁମ୍ଭ ପରିତ୍ରାଣ ପାଇଁ ମୋʼ ପ୍ରାଣ କ୍ଷୀଣ ହୁଏ; ମାତ୍ର ମୁଁ ତୁମ୍ଭ ବାକ୍ୟରେ ଭରସା ରଖେ।


ତୁମ୍ଭର ପରିତ୍ରାଣ ଓ ତୁମ୍ଭର ଧର୍ମମୟ ବାକ୍ୟ ନିମନ୍ତେ ମୋହର ଚକ୍ଷୁ କ୍ଷୀଣ ହେଉଅଛି।


ହେ ସଦାପ୍ରଭୋ, ମୁଁ ତୁମ୍ଭ ପରିତ୍ରାଣର ଆକାଂକ୍ଷା କରିଅଛି; ପୁଣି, ତୁମ୍ଭର ବ୍ୟବସ୍ଥା ମୋହର ଆହ୍ଲାଦଜନକ।


Swiv nou:

Piblisite


Piblisite