Biblia Todo Logo
Bib sou entènèt

- Piblisite -




ଗୀତସଂହିତା 119:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମୁଁ ତୁମ୍ଭର ବିଧିସବୁ ପାଳନ କରିବି; ମୋତେ ନିତାନ୍ତ ପରିତ୍ୟାଗ କର ନାହିଁ। ବୈତ୍‍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ମୁଁ ତୁମ୍ଭର ବିଧିସବୁ ପାଳନ କରିବି; ମୋତେ ନିତା; ପରିତ୍ୟାଗ କର ନାହିଁ। ବୈତ୍।

Gade chapit la Kopi

ଓଡିଆ ବାଇବେଲ

8 ମୁଁ ତୁମ୍ଭର ବିଧିସବୁ ପାଳନ କରିବି; ମୋତେ ନିତାନ୍ତ ପରିତ୍ୟାଗ କର ନାହିଁ। ବୈତ୍‍।

Gade chapit la Kopi

ପବିତ୍ର ବାଇବଲ

8 ମୁଁ ତୁମ୍ଭର ବିଧିସବୁ ପାଳନ କରିବି। ମୋତେ ଏକୁଟିଆ କରି ଛାଡ଼ ନାହିଁ।

Gade chapit la Kopi




ଗୀତସଂହିତା 119:8
11 Referans Kwoze  

ବୃଦ୍ଧାବସ୍ଥାରେ ମୋତେ ପରିତ୍ୟାଗ କର ନାହିଁ; ମୋହର ବଳ କ୍ଷୀଣ ହେବା ସମୟରେ ମୋତେ ଛାଡ଼ ନାହିଁ।


ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରିପାରେ।


ତୁମ୍ଭ ଛାମୁରୁ ମୋତେ ଦୂର କର ନାହିଁ ଓ ତୁମ୍ଭ ପବିତ୍ର ଆତ୍ମା ମୋʼ ଠାରୁ ନିଅ ନାହିଁ।


ମୁଁ ହଜାମେଷ ପରି ବିପଥଗାମୀ ହୋଇଅଛି; ଆପଣା ଦାସକୁ ଖୋଜ; କାରଣ ମୁଁ ତୁମ୍ଭ ଆଜ୍ଞାସକଳ ପାସୋରୁ ନାହିଁ।


ହେ ପରମେଶ୍ୱର, ମୁଁ ଆସନ୍ତା ପିଢ଼ି ନିକଟରେ ତୁମ୍ଭର ବାହୁ ବଳ, ପ୍ରତ୍ୟେକ ଭବିଷ୍ୟତ ଲୋକଙ୍କ ନିକଟରେ ତୁମ୍ଭର ପରାକ୍ରମ ପ୍ରଚାର କରିବା ପର୍ଯ୍ୟନ୍ତ, ବୃଦ୍ଧ ଓ ପକ୍ୱକେଶ ହେବା ସମୟରେ ହେଁ ମୋତେ ପରିତ୍ୟାଗ କର ନାହିଁ।


ମୁଁ ତୁମ୍ଭର ଧର୍ମମୟ ଶାସନସବୁ ପାଳିବା ପାଇଁ ଶପଥ କରିଅଛି ଓ ତାହା ସ୍ଥିର କରିଅଛି।


ମୁଁ ତୁମ୍ଭ ବିଧିସବୁରେ ଆନନ୍ଦ କରିବି; ମୁଁ ତୁମ୍ଭର ବାକ୍ୟ ପାସୋରିବି ନାହିଁ। ଗିମେଲ୍‍।


ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।”


ମୁଁ ସର୍ବାନ୍ତଃକରଣରେ ପ୍ରାର୍ଥନା କରିଅଛି; ହେ ସଦାପ୍ରଭୋ, ମୋତେ ଉତ୍ତର ଦିଅ; ମୁଁ ତୁମ୍ଭର ବିଧି ପାଳନ କରିବି।


Swiv nou:

Piblisite


Piblisite