Biblia Todo Logo
Bib sou entènèt

- Piblisite -




ଗୀତସଂହିତା 119:81 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

81 ତୁମ୍ଭ ପରିତ୍ରାଣ ପାଇଁ ମୋʼ ପ୍ରାଣ କ୍ଷୀଣ ହୁଏ; ମାତ୍ର ମୁଁ ତୁମ୍ଭ ବାକ୍ୟରେ ଭରସା ରଖେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

81 ତୁମ୍ଭ ପରିତ୍ରାଣ ପାଇଁ ମୋʼ ପ୍ରାଣ କ୍ଷୀଣ ହୁଏ; ମାତ୍ର ମୁଁ ତୁମ୍ଭ ବାକ୍ୟରେ ଭରସା ରଖେ।

Gade chapit la Kopi

ଓଡିଆ ବାଇବେଲ

81 ତୁମ୍ଭ ପରିତ୍ରାଣ ପାଇଁ ମୋ’ ପ୍ରାଣ କ୍ଷୀଣ ହୁଏ; ମାତ୍ର ମୁଁ ତୁମ୍ଭ ବାକ୍ୟରେ ଭରସା ରଖେ।

Gade chapit la Kopi

ପବିତ୍ର ବାଇବଲ

81 ସଦାପ୍ରଭୁ, ତୁମ୍ଭକୁ ଅପେକ୍ଷା କରି ମୁଁ ଦୁର୍ବଳ ଅଟେ ତୁମ୍ଭେ ମୋତେ ରକ୍ଷା କର। କିନ୍ତୁ ମୁଁ ତୁମ୍ଭର ବାକ୍ୟ ଉପରେ ନିର୍ଭର ରଖେ।

Gade chapit la Kopi




ଗୀତସଂହିତା 119:81
15 Referans Kwoze  

ସଦାପ୍ରଭୁଙ୍କ ପ୍ରାଙ୍ଗଣ ନିମନ୍ତେ ମୋହର ପ୍ରାଣ ଲାଳସା କରେ, ମଧ୍ୟ ମୂର୍ଚ୍ଛିତ ହୁଏ; ମୋହର ହୃଦୟ ଓ ଶରୀର ଜୀବିତ ପରମେଶ୍ୱରଙ୍କ ନିମନ୍ତେ ଡକା ଛାଡ଼ଇ।


ଦେଖ, ମୁଁ ତୁମ୍ଭ ବିଧାନସକଳର ଆକାଂକ୍ଷା କରିଅଛି; ତୁମ୍ଭ ଧର୍ମରେ ମୋତେ ସଚେତ କର। ବୌ।


ମୋହର ମାଂସ ଓ ଚିତ୍ତ କ୍ଷୟ ପାଉଅଛି; ମାତ୍ର ପରମେଶ୍ୱର ଅନନ୍ତକାଳ ମୋʼ ଚିତ୍ତର ବଳ ଓ ମୋହର ବାଣ୍ଟ ସ୍ୱରୂପ ଅଟନ୍ତି।


ହେ ଯିରୂଶାଲମର କନ୍ୟାଗଣ, ଯେବେ ତୁମ୍ଭେମାନେ ମୋʼ ପ୍ରିୟତମଙ୍କର ଦେଖା ପାଇବ, ତେବେ ମୁଁ ତୁମ୍ଭମାନଙ୍କୁ ଶପଥ ଦେଇ କହୁଅଛି, ମୁଁ ପ୍ରେମପୀଡ଼ିତା ବୋଲି ତୁମ୍ଭେମାନେ ତାଙ୍କୁ କହିବ।


ତୁମ୍ଭେ ମୋʼ ଲୁଚିବାର ସ୍ଥାନ ଓ ମୋହର ଢାଲ; ମୁଁ ତୁମ୍ଭ ବାକ୍ୟରେ ଭରସା କରେ।


ମୁଁ ଯେପରି ବଞ୍ଚିବି, ଏଥିପାଇଁ ମୋʼ ପ୍ରତି ତୁମ୍ଭର କରୁଣା ବର୍ତ୍ତୁ; କାରଣ ତୁମ୍ଭର ବ୍ୟବସ୍ଥା ମୋହର ଆନନ୍ଦଜନକ।


ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି, ସେମାନେ ମୋତେ ଦେଖି ଆନନ୍ଦିତ ହେବେ; କାରଣ ମୁଁ ତୁମ୍ଭ ବାକ୍ୟରେ ଭରସା ରଖିଅଛି।


ତହିଁରେ ମୁଁ ଆପଣା ନିନ୍ଦକକୁ ଉତ୍ତର ଦେବି; କାରଣ ମୁଁ ତୁମ୍ଭ ବାକ୍ୟରେ ନିର୍ଭର ରଖେ।


ସର୍ବଦା ତୁମ୍ଭ ଶାସନସକଳ ଆକାଂକ୍ଷା କରିବା ସକାଶୁ ମୋʼ ପ୍ରାଣ କ୍ଷୀଣ ହୁଏ।


ମୁଁ ତାହାଙ୍କୁ ଆପଣାର ସପକ୍ଷ ଦେଖିବି, ମୋହର ଚକ୍ଷୁ ତାହାଙ୍କୁ ଦେଖିବ, ଅନ୍ୟ ନୁହେଁ। ବକ୍ଷ ମଧ୍ୟରେ ମୋହର ହୃଦୟ କ୍ଷୀଣ ହେଉଅଛି।


ହେ ସଦାପ୍ରଭୋ, ତୁମ୍ଭ ଦୟା, ଅର୍ଥାତ୍‍, ତୁମ୍ଭ ବାକ୍ୟାନୁସାରେ ତୁମ୍ଭ ପରିତ୍ରାଣ ମୋʼ ପ୍ରତି ବର୍ତ୍ତୁ।


ପୁଣି, ମୋʼ ମୁଖରୁ ସତ୍ୟତାର ବାକ୍ୟ କଦାପି ନିଅ ନାହିଁ; କାରଣ ମୁଁ ତୁମ୍ଭ ଶାସନରେ ଭରସା ରଖିଅଛି।


ମୁଁ ସଦାପ୍ରଭୁଙ୍କର ଅପେକ୍ଷା କରୁଅଛି, ମୋʼ ପ୍ରାଣ ଅପେକ୍ଷା କରୁଅଛି, ପୁଣି, ମୁଁ ତାହାଙ୍କ ବାକ୍ୟରେ ଭରସା ରଖୁଅଛି।


Swiv nou:

Piblisite


Piblisite