Biblia Todo Logo
Bib sou entènèt

- Piblisite -




ଗୀତସଂହିତା 119:86 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

86 ତୁମ୍ଭର ଆଜ୍ଞାସବୁ ବିଶ୍ୱସନୀୟ; ସେମାନେ ଅନ୍ୟାୟରେ ମୋତେ ତାଡ଼ନା କରନ୍ତି; ତୁମ୍ଭେ ମୋହର ସାହାଯ୍ୟ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

86 ତୁମ୍ଭର ଆଜ୍ଞାସବୁ ବିଶ୍ଵସନୀୟ; ସେମାନେ ଅନ୍ୟାୟରେ ମୋତେ ତାଡ଼ନା କରନ୍ତି; ତୁମ୍ଭେ ମୋହର ସାହାଯ୍ୟ କର।

Gade chapit la Kopi

ଓଡିଆ ବାଇବେଲ

86 ତୁମ୍ଭର ଆଜ୍ଞାସବୁ ବିଶ୍ୱସନୀୟ; ସେମାନେ ଅନ୍ୟାୟରେ ମୋତେ ତାଡ଼ନା କରନ୍ତି; ତୁମ୍ଭେ ମୋହର ସାହାଯ୍ୟ କର।

Gade chapit la Kopi

ପବିତ୍ର ବାଇବଲ

86 ହେ ସଦାପ୍ରଭୁ, ତୁମ୍ଭର ଆଦେଶସବୁ ବିଶ୍ୱାସନୀୟ। ସେମାନେ ଅନ୍ୟାୟରେ ମୋତେ ତାଡ଼ନା କରନ୍ତି। ମୋତେ ସାହାଯ୍ୟ କର!

Gade chapit la Kopi




ଗୀତସଂହିତା 119:86
17 Referans Kwoze  

ମାତ୍ର ମୁଁ ଦରିଦ୍ର ଓ ଦୀନହୀନ; ହେ ପରମେଶ୍ୱର, ମୋʼ ପକ୍ଷରେ ସତ୍ୱର ହୁଅ; ତୁମ୍ଭେ ମୋହର ସହାୟ ଓ ଉଦ୍ଧାରକର୍ତ୍ତା ଅଟ; ହେ ସଦାପ୍ରଭୋ, ବିଳମ୍ବ କର ନାହିଁ।


ମୋʼ ଉପରେ ମୋʼ ଶତ୍ରୁମାନଙ୍କୁ ଅନ୍ୟାୟରେ ଆନନ୍ଦ କରିବାକୁ ଦିଅ ନାହିଁ। କିଅବା ଯେଉଁମାନେ ଅକାରଣରେ ମୋତେ ଘୃଣା କରନ୍ତି, ସେମାନଙ୍କୁ ପରିହାସ କରିବାକୁ ଦିଅ ନାହିଁ।


ଅହଙ୍କାରୀମାନେ ଲଜ୍ଜିତ ହେଉନ୍ତୁ; କାରଣ ସେମାନେ ଅନ୍ୟାୟରେ ମୋହର ସର୍ବନାଶ କରିଅଛନ୍ତି; ମାତ୍ର ମୁଁ ତୁମ୍ଭର ବିଧାନସବୁ ଧ୍ୟାନ କରିବି।


ହେ ସଦାପ୍ରଭୋ, ମୋହର ପରମେଶ୍ୱର, ମୋହର ସାହାଯ୍ୟ କର; ତୁମ୍ଭ ଦୟାନୁସାରେ ମୋହର ପରିତ୍ରାଣ କର।


ଯେହେତୁ ସେମାନେ ଅକାରଣରେ ମୋʼ ପାଇଁ ଗର୍ତ୍ତ ମଧ୍ୟରେ ଜାଲ ଲୁଚାଇଅଛନ୍ତି, ସେମାନେ ଅକାରଣରେ ମୋʼ ପାଇଁ ଖାତ ଖୋଳିଅଛନ୍ତି।


ଅତଏବ, ବ୍ୟବସ୍ଥା ପବିତ୍ର, ପୁଣି, ଆଜ୍ଞା ପବିତ୍ର, ନ୍ୟାୟସଙ୍ଗତ ଓ ଉତ୍ତମ।


ହେ ସଦାପ୍ରଭୋ, ତୁମ୍ଭେ ନିକଟବର୍ତ୍ତୀ ଓ ତୁମ୍ଭ ଆଜ୍ଞାସକଳ ସତ୍ୟ।


ତୁମ୍ଭେ ଧର୍ମରେ ଓ ଅତି ବିଶ୍ୱସ୍ତତାରେ ଆପଣା ପ୍ରମାଣ-ବାକ୍ୟସବୁ ଆଜ୍ଞା କରିଅଛ।


ଏଣୁ ମୁଁ ସବୁ ବିଷୟରେ ତୁମ୍ଭର ସକଳ ବିଧାନ ଯଥାର୍ଥ ଜ୍ଞାନ କରେ ଓ ପ୍ରତ୍ୟେକ ମିଥ୍ୟାପଥ ଘୃଣା କରେ। ପେ।


ମଙ୍ଗଳର ପରିଶୋଧରେ କି ଅମଙ୍ଗଳ କରାଯିବ? କାରଣ ସେମାନେ ମୋʼ ପ୍ରାଣ ପାଇଁ ଗର୍ତ୍ତ ଖୋଳିଅଛନ୍ତି। ମୁଁ ସେମାନଙ୍କଠାରୁ ତୁମ୍ଭର ପ୍ରଚଣ୍ଡ କ୍ରୋଧ ଫେରାଇବା ନିମନ୍ତେ ସେମାନଙ୍କ ପକ୍ଷରେ ମଙ୍ଗଳଜନକ କଥା କହିବା ପାଇଁ କିପରି ତୁମ୍ଭ ସମ୍ମୁଖରେ ଠିଆ ହେଲି, ଏହା ସ୍ମରଣ କର।


ତୁମ୍ଭର ଧର୍ମ ଅନନ୍ତକାଳସ୍ଥାୟୀ ଧର୍ମ ଓ ତୁମ୍ଭର ବ୍ୟବସ୍ଥା ସତ୍ୟ।


ସଦାପ୍ରଭୁଙ୍କ ଭୟ ଶୁଚି, ସଦାକାଳସ୍ଥାୟୀ। ସଦାପ୍ରଭୁଙ୍କ ଶାସନସକଳ ସତ୍ୟ ଓ ସର୍ବତୋଭାବେ ନ୍ୟାଯ୍ୟ।


ହେ ସଦାପ୍ରଭୋ, ମୋʼ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୁଁ ଲୁଚିବା ପାଇଁ ତୁମ୍ଭ ନିକଟକୁ ପଳାଏ।


ମାତ୍ର ମୋହର ଶତ୍ରୁମାନେ ସତେଜ ଓ ବଳବାନ; ପୁଣି, ଅନ୍ୟାୟରେ ମୋତେ ଘୃଣା କରିବା ଲୋକେ ବହୁସଂଖ୍ୟକ ହୋଇଅଛନ୍ତି।


Swiv nou:

Piblisite


Piblisite