Biblia Todo Logo
Bib sou entènèt

- Piblisite -




ଗୀତସଂହିତା 119:88 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

88 ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋʼ ଜୀବନକୁ ରକ୍ଷା କର; ତହୁଁ ମୁଁ ତୁମ୍ଭ ମୁଖର ପ୍ରମାଣ-ବାକ୍ୟ ପାଳନ କରିବି। ଲାମଦ୍‍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

88 ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋତେ ସଚେତ କର; ତହୁଁ ମୁଁ ତୁମ୍ଭ ମୁଖର ପ୍ରମାଣ-ବାକ୍ୟ ପାଳନ କରିବି। ଲାମଦ୍।

Gade chapit la Kopi

ଓଡିଆ ବାଇବେଲ

88 ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋ’ ଜୀବନକୁ ରକ୍ଷା କର; ତହୁଁ ମୁଁ ତୁମ୍ଭ ମୁଖର ପ୍ରମାଣ-ବାକ୍ୟ ପାଳନ କରିବି। ଲାମଦ୍‍।

Gade chapit la Kopi

ପବିତ୍ର ବାଇବଲ

88 ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ମୋତେ ଦେଖାଅ ଏବଂ ମୋତେ ବଞ୍ଚାଅ। ଯେପରି ମୁଁ ତୁମ୍ଭର ଆଦେଶ ରଖିପାରେ।

Gade chapit la Kopi




ଗୀତସଂହିତା 119:88
10 Referans Kwoze  

ଯେଉଁମାନେ ତାହାଙ୍କ ନିୟମ ଓ ପ୍ରମାଣ-ବାକ୍ୟ ପାଳନ କରନ୍ତି, ସେମାନଙ୍କ ପ୍ରତି ସଦାପ୍ରଭୁଙ୍କର ସମସ୍ତ ପଥ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତାବିଶିଷ୍ଟ।


ଦେଖ, ମୁଁ ତୁମ୍ଭ ବିଧାନସକଳର ଆକାଂକ୍ଷା କରିଅଛି; ତୁମ୍ଭ ଧର୍ମରେ ମୋତେ ସଚେତ କର। ବୌ।


ମୋହର ପ୍ରାଣ ଧୂଳିରେ ଲାଗୁଅଛି; ତୁମ୍ଭେ ନିଜ ବାକ୍ୟାନୁସାରେ ମୋତେ ସଚେତ କର।


ମୁଁ ତୁମ୍ଭ ବିଧାନସବୁ କିପରି ସ୍ନେହ କରେ, ଏହା ବିବେଚନା କର; ହେ ସଦାପ୍ରଭୋ, ତୁମ୍ଭ ସ୍ନେହପୂର୍ଣ୍ଣ କରୁଣାରେ ମୋତେ ସଚେତ କର।


ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି; ମୋତେ ତ୍ରାଣ କର, ତହିଁରେ ମୁଁ ତୁମ୍ଭର ପ୍ରମାଣ-ବାକ୍ୟସବୁ ମାନିବି।


ଯେଉଁମାନେ ତାହାଙ୍କ ପ୍ରମାଣ-ବାକ୍ୟସବୁ ପାଳନ କରନ୍ତି, ଯେଉଁମାନେ ସର୍ବାନ୍ତଃକରଣରେ ତାହାଙ୍କୁ ଖୋଜନ୍ତି, ସେମାନେ ଧନ୍ୟ।


କାରଣ ସେ ଯାକୁବ ମଧ୍ୟରେ ଏକ ସାକ୍ଷ୍ୟ ସ୍ଥାପନ କଲେ ଓ ଇସ୍ରାଏଲର ମଧ୍ୟରେ ଏକ ବ୍ୟବସ୍ଥା ନିରୂପଣ କଲେ, ଆପଣା ସନ୍ତାନଗଣକୁ ତାହା ଜଣାଇବା ନିମନ୍ତେ ଆମ୍ଭମାନଙ୍କ ପିତୃଗଣକୁ ଆଜ୍ଞା କଲେ;


ଯଦି ତୁମ୍ଭ ସନ୍ତାନଗଣ ଆମ୍ଭ ନିୟମ ଓ ଆମ୍ଭେ ସେମାନଙ୍କୁ ଯେଉଁ ପ୍ରମାଣ-ବାକ୍ୟ ଶିଖାଇବା, ତାହା ପାଳନ କରିବେ, ତେବେ ସେମାନଙ୍କ ସନ୍ତାନଗଣ ହିଁ ସଦାକାଳ ତୁମ୍ଭ ସିଂହାସନରେ ବସିବେ।”


ତୁମ୍ଭ ଦୟାନୁସାରେ ଆପଣା ଦାସ ପ୍ରତି ବ୍ୟବହାର କର ଓ ତୁମ୍ଭର ବିଧି ମୋତେ ଶିଖାଅ।


ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ମୋହର ରବ ଶୁଣ; ହେ ସଦାପ୍ରଭୋ, ଆପଣା ଶାସନାନୁସାରେ ମୋତେ ସଚେତ କର।


Swiv nou:

Piblisite


Piblisite