ଗୀତସଂହିତା 119:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଯୁବା ମନୁଷ୍ୟ କିପ୍ରକାରେ ଆପଣା ପଥ ପରିଷ୍କାର କରିବ? ତୁମ୍ଭ ବାକ୍ୟାନୁଯାୟୀ ତହିଁ ବିଷୟରେ ସାବଧାନ ହେଲେ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)9 ଯୁବା ମନୁଷ୍ୟ କିପ୍ରକାରେ ଆପଣା ପଥ ପରିଷ୍କାର କରିବ? ତୁମ୍ଭ ବାକ୍ୟାନୁଯାୟୀ ତହିଁ ବିଷୟରେ ସାବଧାନ ହେଲେ କରିବ। Gade chapit laଓଡିଆ ବାଇବେଲ9 ଯୁବା ମନୁଷ୍ୟ କିପ୍ରକାରେ ଆପଣା ପଥ ପରିଷ୍କାର କରିବ ? ତୁମ୍ଭ ବାକ୍ୟାନୁଯାୟୀ ତହିଁ ବିଷୟରେ ସାବଧାନ ହେଲେ କରିବ। Gade chapit laପବିତ୍ର ବାଇବଲ9 ତୁମ୍ଭର ବାକ୍ୟାନୁଯାୟୀ କିପରି ଜଣେ ଯୁବକ ତା'ର ଜୀବନକୁ ପବିତ୍ର କରି ପାରିବ? Gade chapit la |
ତୁମ୍ଭେ ମୋʼ ପିତା ଆପଣା ଦାସ ଦାଉଦଙ୍କୁ କହିଥିଲ, ତୁମ୍ଭେ ଆମ୍ଭ ସମ୍ମୁଖରେ ଯେପରି ଗମନାଗମନ କରିଅଛ, ‘ସେହିପରି ତୁମ୍ଭ ସନ୍ତାନମାନେ ଯେବେ ଆମ୍ଭ ବ୍ୟବସ୍ଥାନୁସାରେ ଗମନାଗମନ କରିବାକୁ ଆପଣା ଆପଣା ପଥରେ କେବଳ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବା ପାଇଁ ଆମ୍ଭ ଦୃଷ୍ଟିରେ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ; ଏହେତୁ ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଆପଣାର ସେହି ପ୍ରତିଜ୍ଞା ସଫଳ କର।’