Biblia Todo Logo
Bib sou entènèt

- Piblisite -




ଗୀତସଂହିତା 119:92 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

92 ତୁମ୍ଭର ବ୍ୟବସ୍ଥା ମୋହର ଆହ୍ଲାଦଜନକ ହୋଇ ନ ଥିଲେ, ମୁଁ ଆପଣା ଦୁଃଖରେ ବିନଷ୍ଟ ହୋଇଥାʼନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

92 ତୁମ୍ଭର ବ୍ୟବସ୍ଥା ମୋହର ଆହ୍ଲାଦଜନକ ହୋଇ ନ ଥିଲେ, ମୁଁ ଆପଣା ଦୁଃଖରେ ବିନଷ୍ଟ ହୋଇଥାʼନ୍ତି।

Gade chapit la Kopi

ଓଡିଆ ବାଇବେଲ

92 ତୁମ୍ଭର ବ୍ୟବସ୍ଥା ମୋହର ଆହ୍ଲାଦଜନକ ହୋଇ ନ ଥିଲେ, ମୁଁ ଆପଣା ଦୁଃଖରେ ବିନଷ୍ଟ ହୋଇଥା’ନ୍ତି।

Gade chapit la Kopi

ପବିତ୍ର ବାଇବଲ

92 ଯଦି ମୁଁ ଶିକ୍ଷାଗୁଡ଼ିକ ପସନ୍ଦ କରି ନ ଥା’ନ୍ତି, ମୁଁ ଆପଣା କଷ୍ଟରେ ବିନଷ୍ଟ ହୋଇଥା’ନ୍ତି।

Gade chapit la Kopi




ଗୀତସଂହିତା 119:92
9 Referans Kwoze  

ପୁଣି, ଆମ୍ଭେମାନେ ଯେପରି ଶାସ୍ତ୍ର ଅନୁସାରେ ଧୈର୍ଯ୍ୟ ଓ ସାନ୍ତ୍ୱନା ଦ୍ୱାରା ଭରସା ପ୍ରାପ୍ତ ହେଉ, ଏଥିନିମନ୍ତେ ପୂର୍ବକାଳରେ ଯାହା ଯାହା ଲେଖା ହୋଇଥିଲା, ସେହିସବୁ ଆମ୍ଭମାନଙ୍କର ଶିକ୍ଷା ପାଇଁ ଲେଖା ହୋଇଅଛି।


କ୍ଳେଶ ଓ ଯନ୍ତ୍ରଣା ମୋତେ ଆକ୍ରମଣ କରିଅଛି; ତେବେ ହେଁ ତୁମ୍ଭର ଆଜ୍ଞାସମୂହ ମୋହର ଆହ୍ଲାଦଜନକ।


ମୁଁ ଯେପରି ବଞ୍ଚିବି, ଏଥିପାଇଁ ମୋʼ ପ୍ରତି ତୁମ୍ଭର କରୁଣା ବର୍ତ୍ତୁ; କାରଣ ତୁମ୍ଭର ବ୍ୟବସ୍ଥା ମୋହର ଆନନ୍ଦଜନକ।


ତୁମ୍ଭର ସକଳ ପ୍ରମାଣ-ବାକ୍ୟ ମଧ୍ୟ ମୋହର ଆନନ୍ଦଜନକ ଓ ମନ୍ତ୍ରଣାଦାୟକ। ଦାଲତ୍‍।


ମୁଁ ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କର ମଙ୍ଗଳଭାବ ଦେଖିବାକୁ ବିଶ୍ୱାସ କରି ନ ଥିଲେ, ମୂର୍ଚ୍ଛିତ ହୋଇଥାʼନ୍ତି।


ମୁଁ ତୁମ୍ଭ ବିଧିସବୁରେ ଆନନ୍ଦ କରିବି; ମୁଁ ତୁମ୍ଭର ବାକ୍ୟ ପାସୋରିବି ନାହିଁ। ଗିମେଲ୍‍।


ଦୁଃଖ ସମୟରେ ଏହା ହିଁ ମୋହର ସାନ୍ତ୍ୱନା; କାରଣ ତୁମ୍ଭର ବାକ୍ୟ ମୋତେ ସଚେତ କରିଅଛି।


Swiv nou:

Piblisite


Piblisite