Biblia Todo Logo
Bib sou entènèt

- Piblisite -




ଗୀତସଂହିତା 121:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ମୁଁ ପର୍ବତଗଣ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରିବି; କେଉଁଠାରୁ ମୋହର ସାହାଯ୍ୟ ଆସିବ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ମୁଁ ପର୍ବତଗଣ ଆଡ଼େ ଉର୍ଦ୍ଧ୍ଵଦୃଷ୍ଟି କରିବି; କେଉଁଠାରୁ ମୋହର ସାହାଯ୍ୟ ଆସିବ?

Gade chapit la Kopi

ଓଡିଆ ବାଇବେଲ

1 ମୁଁ ପର୍ବତଗଣ ଆଡ଼େ ଉର୍ଦ୍ଧ୍ୱଦୃଷ୍ଟି କରିବି; କେଉଁଠାରୁ ମୋହର ସାହାଯ୍ୟ ଆସିବ ?

Gade chapit la Kopi

ପବିତ୍ର ବାଇବଲ

1 ମୁଁ ସାହାଯ୍ୟ ପାଇଁ ପର୍ବତଗଣ ଆଡ଼େ ଗ୍ଭହେଁ। କିନ୍ତୁ ପ୍ରକୃତରେ କେଉଁଠାରୁ ମୋର ସାହାଯ୍ୟ ଆସିବ?

Gade chapit la Kopi




ଗୀତସଂହିତା 121:1
8 Referans Kwoze  

ମୁଁ ଆପଣା ବିପଦରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି, ତହିଁରେ ସେ ମୋତେ ଉତ୍ତର ଦେଲେ।


ହେ ସ୍ୱର୍ଗୋପବିଷ୍ଟ ସଦାପ୍ରଭୁ, ମୁଁ ତୁମ୍ଭଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରେ।


ଉପପର୍ବତସମୂହରୁ, ପର୍ବତମାନର ଉପରିସ୍ଥ କୋଳାହଳରୁ ଅପେକ୍ଷିତ ଉପକାର ନିତାନ୍ତ ବ୍ୟର୍ଥ; ନିତାନ୍ତ ଆମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କଠାରେ ଇସ୍ରାଏଲର ପରିତ୍ରାଣ ଅଛି।


ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ, “ତୁମ୍ଭେମାନେ ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ, ଯାକୁବର ପରମେଶ୍ୱରଙ୍କ ଗୃହକୁ ଯାଉ; ତହିଁରେ ସେ ଆପଣା ପଥ ବିଷୟ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଓ ଆମ୍ଭେମାନେ ତାହାଙ୍କ ମାର୍ଗରେ ଗମନ କରିବା।” କାରଣ ସିୟୋନଠାରୁ ବ୍ୟବସ୍ଥା ଓ ଯିରୂଶାଲମଠାରୁ ସଦାପ୍ରଭୁଙ୍କର ବାକ୍ୟ ନିର୍ଗତ ହେବ।


“ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି।”


ତାହାଙ୍କ ଭିତ୍ତିମୂଳ ପବିତ୍ର ପର୍ବତ ଉପରେ ସ୍ଥାପିତ।


ମାତ୍ର ଯିହୁଦା ଗୋଷ୍ଠୀକୁ, ଆପଣାର ପ୍ରିୟ ସିୟୋନ ପର୍ବତକୁ ମନୋନୀତ କଲେ।


Swiv nou:

Piblisite


Piblisite