Biblia Todo Logo
Bib sou entènèt

- Piblisite -




ଗୀତସଂହିତା 121:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ମୋହର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସେ, ସେ ଆକାଶ ଓ ପୃଥିବୀ ନିର୍ମାଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ମୋହର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସେ, ସେ ଆକାଶ ଓ ପୃଥିବୀ ନିର୍ମାଣ କଲେ।

Gade chapit la Kopi

ଓଡିଆ ବାଇବେଲ

2 ମୋହର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସେ, ସେ ଆକାଶ ଓ ପୃଥିବୀ ନିର୍ମାଣ କଲେ।

Gade chapit la Kopi

ପବିତ୍ର ବାଇବଲ

2 ମୋର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସିବ ଯିଏକି ଆକାଶ ଓ ପୃଥିବୀର ସୃଷ୍ଟିକର୍ତ୍ତା।

Gade chapit la Kopi




ଗୀତସଂହିତା 121:2
10 Referans Kwoze  

କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, ତୁମ୍ଭ ଦକ୍ଷିଣ ହସ୍ତ ଧରି ତୁମ୍ଭକୁ କହିବା, “ଭୟ କର ନାହିଁ; ଆମ୍ଭେ ତୁମ୍ଭର ସାହାଯ୍ୟ କରିବା।”


ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କର ସାହାଯ୍ୟ ଥାଏ।


ଅତଏବ ଆମ୍ଭେମାନେ ସାହସପୂର୍ବକ କହି ପାରୁ, “ପ୍ରଭୁ ମୋହର ସହାୟ, ମୁଁ ଭୟ କରିବି ନାହିଁ। ମନୁଷ୍ୟ ମୋହର କଅଣ କରିବ?”


ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ, ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ।


ମାତ୍ର ସଦାପ୍ରଭୁ ଭୟାନକ ବୀର ପରି ମୋʼ ସଙ୍ଗରେ ଅଛନ୍ତି; ଏହେତୁ ମୋର ତାଡ଼ନାକାରୀମାନେ ଝୁଣ୍ଟି ପଡ଼ିବେ ଓ ସେମାନେ ଜୟଯୁକ୍ତ ହେବେ ନାହିଁ; ସେମାନେ ବିବେଚନାପୂର୍ବକ କାର୍ଯ୍ୟ ନ କରିବାରୁ ଅତ୍ୟନ୍ତ ଲଜ୍ଜିତ ହେବେ, ସେ ଅପମାନ ନିତ୍ୟସ୍ଥାୟୀ ହେବ, ତାହା କେବେ ବିସ୍ମୃତ ହେବ ନାହିଁ।


ତୁମ୍ଭେମାନେ ସ୍ୱର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କର ଆଶୀର୍ବାଦ-ପାତ୍ର ଅଟ।


ହେ ଇସ୍ରାଏଲ, ତୁମ୍ଭେ ଯେ ଆମ୍ଭର ବିପକ୍ଷ, ତୁମ୍ଭ ସହାୟର ବିପକ୍ଷ ହୋଇଅଛ, ଏହା ତୁମ୍ଭର ସର୍ବନାଶର କାରଣ।


ଆଦ୍ୟରେ ପରମେଶ୍ୱର ସ୍ୱର୍ଗସମୂହ ଓ ପୃଥିବୀକୁ ସୃଷ୍ଟି କଲେ।


Swiv nou:

Piblisite


Piblisite