Biblia Todo Logo
Bib sou entènèt

- Piblisite -




ଗୀତସଂହିତା 122:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ହେ ଯିରୂଶାଲମ, ତୁମ୍ଭ ଦ୍ୱାର ଭିତରେ ଆମ୍ଭମାନଙ୍କ ଚରଣ ଠିଆ ହେଉଅଛି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ହେ ଯିରୂଶାଲମ, ତୁମ୍ଭ ଦ୍ଵାର ଭିତରେ ଆମ୍ଭମାନଙ୍କ ଚରଣ ଠିଆ ହେଉଅଛି;

Gade chapit la Kopi

ଓଡିଆ ବାଇବେଲ

2 ହେ ଯିରୂଶାଲମ, ତୁମ୍ଭ ଦ୍ୱାର ଭିତରେ ଆମ୍ଭମାନଙ୍କ ଚରଣ ଠିଆ ହେଉଅଛି;

Gade chapit la Kopi

ପବିତ୍ର ବାଇବଲ

2 ହେ ଯିରୁଶାଲମ! ଏହିଠାରେ ଆମ୍ଭେମାନେ ତୁମ୍ଭର ଫାଟକ ପାଖରେ ଠିଆ ହୋଇଅଛୁ।

Gade chapit la Kopi




ଗୀତସଂହିତା 122:2
5 Referans Kwoze  

ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ୱାରରେ ଓ ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର; ତାହାଙ୍କର ସ୍ତବ କର ଓ ତାହାଙ୍କ ନାମର ଗୁଣାନୁବାଦ କର।


ସେମାନେ ଉତ୍ତରୋତ୍ତର ବଳବାନ ହୋଇ ଅଗ୍ରସର ହୁଅନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ସିୟୋନରେ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହୁଅନ୍ତି।


ମାତ୍ର ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯିରୂଶାଲମକୁ ମନୋନୀତ କରିଅଛୁ ଓ ଆମ୍ଭ ଲୋକ ଇସ୍ରାଏଲର ଅଧ୍ୟକ୍ଷ ହେବା ପାଇଁ ଦାଉଦଙ୍କୁ ମନୋନୀତ କରିଅଛୁ।’


ତୁମ୍ଭେ ଆମ୍ଭ ନିମନ୍ତେ ଏକ ମୃତ୍ତିକାର ବେଦି ନିର୍ମାଣ କରିବ, ପୁଣି, ତହିଁ ଉପରେ ତୁମ୍ଭର ଗୋମେଷାଦି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବ; ଆମ୍ଭେ ଯେଉଁ ପ୍ରତ୍ୟେକ ସ୍ଥାନରେ ଆପଣା ନାମ ସ୍ମରଣ କରାଇବା, ସେହି ପ୍ରତ୍ୟେକ ସ୍ଥାନରେ ଆମ୍ଭେ ତୁମ୍ଭ ନିକଟକୁ ଆସି ତୁମ୍ଭକୁ ଆଶୀର୍ବାଦ କରିବା।


Swiv nou:

Piblisite


Piblisite