Biblia Todo Logo
Bib sou entènèt

- Piblisite -




ଗୀତସଂହିତା 122:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ହେ ଯିରୂଶାଲମ, ତୁମ୍ଭେ ସୁସଂଯୁକ୍ତ ଏକ ନଗର ତୁଲ୍ୟ ନିର୍ମିତ ହୋଇଅଛ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ହେ ଯିରୂଶାଲମ, ତୁମ୍ଭେ ସୁସଂଯୁକ୍ତ ଏକ ନଗର ତୁଲ୍ୟ ନିର୍ମିତ ହୋଇଅଛ;

Gade chapit la Kopi

ଓଡିଆ ବାଇବେଲ

3 ହେ ଯିରୂଶାଲମ, ତୁମ୍ଭେ ସୁସଂଯୁକ୍ତ ଏକ ନଗର ତୁଲ୍ୟ ନିର୍ମିତ ହୋଇଅଛ;

Gade chapit la Kopi

ପବିତ୍ର ବାଇବଲ

3 ଯିରୁଶାଲମ ସହର ଭଳି ତିଆରି ହୋଇଅଛି, ଏହା ଦୃଢ଼ ଭାବରେ ଏବଂ କଠିନ ଭାବରେ ନିର୍ମିତ ହେବା ଉଚିତ୍।

Gade chapit la Kopi




ଗୀତସଂହିତା 122:3
6 Referans Kwoze  

ଏଥିଉତ୍ତାରେ ଦାଉଦ ସେହି ଦୃଢ଼ ଗଡ଼ରେ ବାସ କରି ତାହାର ନାମ ଦାଉଦ-ନଗର ରଖିଲେ। ଆଉ ଦାଉଦ ମିଲ୍ଲୋଠାରୁ ଭିତର ଆଡ଼େ ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।


ସଦାପ୍ରଭୁ ଯିରୂଶାଲମକୁ ଗଢ଼ନ୍ତି; ସେ ଇସ୍ରାଏଲର ଦୂରୀକୃତ ଲୋକମାନଙ୍କୁ ସଂଗ୍ରହ କରନ୍ତି।


ଏହିରୂପେ ଆମ୍ଭେମାନେ ପ୍ରାଚୀର ଗଢ଼ିଲୁ ଓ ତହିଁର ଉଚ୍ଚତାର ଅର୍ଦ୍ଧ ପର୍ଯ୍ୟନ୍ତ ସମୁଦାୟ ପ୍ରାଚୀର ଏକତ୍ର ସଂଯୁକ୍ତ କରାଗଲା; ଯେଣୁ କର୍ମ କରିବାକୁ ଲୋକମାନଙ୍କର ମନ ଥିଲା।


Swiv nou:

Piblisite


Piblisite