Biblia Todo Logo
Bib sou entènèt

- Piblisite -




ଗୀତସଂହିତା 122:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତୁମ୍ଭ ପ୍ରାଚୀର ମଧ୍ୟରେ ଶାନ୍ତି ବର୍ତ୍ତୁ ଓ ତୁମ୍ଭ ଅଟ୍ଟାଳିକାସମୂହର ସୌଭାଗ୍ୟ ହେଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତୁମ୍ଭ ପ୍ରାଚୀର ମଧ୍ୟରେ ଶାନ୍ତି ବର୍ତ୍ତୁ ଓ ତୁମ୍ଭ ଅଟ୍ଟାଳିକାସମୂହର ସୁରକ୍ଷା ହେଉ।

Gade chapit la Kopi

ଓଡିଆ ବାଇବେଲ

7 ତୁମ୍ଭ ପ୍ରାଚୀର ମଧ୍ୟରେ ଶାନ୍ତି ବର୍ତ୍ତୁ ଓ ତୁମ୍ଭ ଅଟ୍ଟାଳିକାସମୂହର ସୌଭାଗ୍ୟ ହେଉ।

Gade chapit la Kopi

ପବିତ୍ର ବାଇବଲ

7 ମୁଁ ଆଶାକରେ ସେଠାରେ ତୁମ୍ଭର ପବିତ୍ର ଗୃହ ଭିତରେ ଶାନ୍ତି ମିଳିବ। ମୁଁ ଆଶା କରେ ଯେ, ତୁମ୍ଭର ବିରାଟ ରାଜପ୍ରାସାଦରେ ନିରାପଦ ହେଉ।”

Gade chapit la Kopi




ଗୀତସଂହିତା 122:7
7 Referans Kwoze  

ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ। ତୁମ୍ଭମାନଙ୍କ ହୃଦୟ ଉଦ୍‌ବିଗ୍ନ କି ଭୟଗ୍ରସ୍ତ ନ ହେଉ।


ପୁଣି, ଶାନ୍ତିକାରକ ଲୋକମାନେ ଶାନ୍ତିର ବୀଜ ବୁଣନ୍ତି, ସେମାନେ ଧାର୍ମିକତା ରୂପ ଫଳ କାଟିବେ।


ତୁମ୍ଭର ସନ୍ତାନଗଣ ସମସ୍ତେ ସଦାପ୍ରଭୁଙ୍କ ଦ୍ୱାରା ଶିକ୍ଷିତ ହେବେ ଓ ତୁମ୍ଭ ସନ୍ତାନଗଣର ମହାଶାନ୍ତି ହେବ।


ତହିଁର ଅଟ୍ଟାଳିକାସମୂହ ମଧ୍ୟରେ ପରମେଶ୍ୱର ଆଶ୍ରୟ ସ୍ୱରୂପ ବୋଲି ଆପଣାର ପରିଚୟ ଦେଇଅଛନ୍ତି।


ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍‍ଯୋଗ ଏହା ସାଧନ କରିବ।


ଯେପରି ତୁମ୍ଭେମାନେ ଭବିଷ୍ୟତ ବଂଶକୁ ଜଣାଇ ପାରିବ, ଏଥିପାଇଁ ତହିଁର ଦୃଢ଼ ପ୍ରାଚୀରମାନ ନିରୀକ୍ଷଣ କର, ତହିଁର ଅଟ୍ଟାଳିକାସବୁ ବିବେଚନା କର।


ସେତେବେଳେ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଅମାସୟ ଉପରେ ଆତ୍ମା ଅଧିଷ୍ଠାନ କରନ୍ତେ, ସେ କହିଲା, “ହେ ଦାଉଦ, ଆମ୍ଭେମାନେ ତୁମ୍ଭର, ହେ ଯିଶୀର ପୁତ୍ର, ଆମ୍ଭେମାନେ ତୁମ୍ଭର ପକ୍ଷ; ତୁମ୍ଭର ମଙ୍ଗଳ ହେଉ, ମଙ୍ଗଳ ହେଉ ଓ ତୁମ୍ଭ ସାହାଯ୍ୟକାରୀମାନଙ୍କର ମଙ୍ଗଳ ହେଉ; କାରଣ ତୁମ୍ଭ ପରମେଶ୍ୱର ତୁମ୍ଭର ସାହାଯ୍ୟ କରନ୍ତି।” ତହୁଁ ଦାଉଦ ସେମାନଙ୍କୁ ଗ୍ରହଣ କରି ସେନାଦଳ ଉପରେ ସେମାନଙ୍କୁ ସେନାପତି କଲେ।


Swiv nou:

Piblisite


Piblisite