Biblia Todo Logo
Bib sou entènèt

- Piblisite -




ଗୀତସଂହିତା 124:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତେବେ ଗର୍ବିତ ଜଳରାଶି ଆମ୍ଭମାନଙ୍କ ପ୍ରାଣ ଉପର ଦେଇ ଯାଇଥାʼନ୍ତା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତେବେ ଗର୍ବିତ ଜଳରାଶି ଆମ୍ଭମାନଙ୍କ ପ୍ରାଣ ଉପର ଦେଇ ଯାଇଥାʼନ୍ତା।

Gade chapit la Kopi

ଓଡିଆ ବାଇବେଲ

5 ତେବେ ଗର୍ବିତ ଜଳରାଶି ଆମ୍ଭମାନଙ୍କ ପ୍ରାଣ ଉପର ଦେଇ ଯାଇଥା’ନ୍ତା।”

Gade chapit la Kopi

ପବିତ୍ର ବାଇବଲ

5 ଗର୍ଜୁଥିବା ଜଳରାଶି ଆମ୍ଭକୁ ବୁଡ଼ାଇ ଦେଇଥା’ନ୍ତା।

Gade chapit la Kopi




ଗୀତସଂହିତା 124:5
3 Referans Kwoze  

‘ତୁମ୍ଭେ ଏପର୍ଯ୍ୟନ୍ତ ଆସିବ, ମାତ୍ର ଆଉ ବଢ଼ିବ ନାହିଁ ଓ ଏହିଠାରେ ତୁମ୍ଭର ଗର୍ବିତ ତରଙ୍ଗ ନିବାରିତ ହେବ ବୋଲି କହିଲୁ; ସେତେବେଳେ କିଏ କବାଟ ଦେଇ ସମୁଦ୍ରକୁ ରୁଦ୍ଧ କଲା?’


ସଦାପ୍ରଭୁ କହନ୍ତି, ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳ ଧ୍ୱନି କରେ, ତଥାପି ସୀମା ଅତିକ୍ରମ କରିପାରେ ନାହିଁ।


Swiv nou:

Piblisite


Piblisite