ଗୀତସଂହିତା 125:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି, ସେମାନେ ଅଟଳ ଓ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି, ସେମାନେ ଅଟଳ ଓ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ। Gade chapit laଓଡିଆ ବାଇବେଲ1 ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି, ସେମାନେ ଅଟଳ ଓ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ। Gade chapit laପବିତ୍ର ବାଇବଲ1 ଯେଉଁ ଲୋକମାନେ ସଦାପ୍ରଭୁଙ୍କଠାରେ ବିଶ୍ୱାସ ରଖନ୍ତି ସେମାନେ ସିୟୋନ ପର୍ବତ ତୁଲ୍ୟ। ସେମାନେ କେବେ ମଧ୍ୟ ଥରିବେ ନାହିଁ। ସେମାନେ ନିତ୍ୟସ୍ଥାୟୀ ହୋଇ ବଞ୍ଚି ରହିବେ। Gade chapit la |
ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ତକୋୟ ପ୍ରାନ୍ତର ଆଡ଼କୁ ବାହାରିଗଲେ; ଆଉ, ସେମାନେ ଯିବା ସମୟରେ ଯିହୋଶାଫଟ୍ ଠିଆ ହୋଇ କହିଲେ, “ହେ ଯିହୁଦା, ହେ ଯିରୂଶାଲମ ନିବାସୀଗଣ, ମୋʼ କଥା ଶୁଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ ସ୍ଥିରୀକୃତ ହେବ ତାହାଙ୍କ ଭବିଷ୍ୟଦ୍ବକ୍ତାମାନଙ୍କୁ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ କୃତକାର୍ଯ୍ୟ ହେବ।”