ଗୀତସଂହିତା 126:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସଦାପ୍ରଭୁ ସିୟୋନର ଦାସତ୍ୱାବସ୍ଥା ପରିବର୍ତ୍ତନ କରିବା ବେଳେ ଆମ୍ଭେମାନେ ସ୍ୱପ୍ନଦର୍ଶକମାନଙ୍କ ପରି ଥିଲୁ। Gade chapit laପବିତ୍ର ବାଇବଲ (Re-edited) - (BSI)1 ସଦାପ୍ରଭୁ ସିୟୋନର ଦାସତ୍ଵାବସ୍ଥା ପରିବର୍ତ୍ତନ କରିବା ବେଳେ ଆମ୍ଭେମାନେ ସ୍ଵପ୍ନଦର୍ଶକ-ମାନଙ୍କ ପରି ଥିଲୁ। Gade chapit laଓଡିଆ ବାଇବେଲ1 ସଦାପ୍ରଭୁ ସିୟୋନର ଦାସତ୍ୱାବସ୍ଥା ପରିବର୍ତ୍ତନ କରିବା ବେଳେ ଆମ୍ଭେମାନେ ସ୍ୱପ୍ନଦର୍ଶକମାନଙ୍କ ପରି ଥିଲୁ। Gade chapit laପବିତ୍ର ବାଇବଲ1 ଯେତେବେଳେ ସଦାପ୍ରଭୁ ସିୟୋନରେ ପୁନଃସ୍ଥାପନ କରନ୍ତି। ଏହା ଏକ ସ୍ୱପ୍ନ ତୁଲ୍ୟ ଥିଲା। Gade chapit la |
ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା, ପୁଣି, ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ଯେଉଁ ସକଳ ଜାତିମାନଙ୍କ ମଧ୍ୟକୁ, ଯେସକଳ ସ୍ଥାନକୁ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଇଅଛୁ, ସେହି ସବୁ ସ୍ଥାନରୁ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ଏହା ସଦାପ୍ରଭୁ କହନ୍ତି; ଆଉ, ଆମ୍ଭେ ଯେଉଁ ସ୍ଥାନରୁ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସ୍ଥାନକୁ ପୁନର୍ବାର ଆଣିବା।