ଗୀତସଂହିତା 126:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେତେବେଳେ ଆମ୍ଭମାନଙ୍କ ମୁଖ ହାସ୍ୟରେ ଓ ଜିହ୍ୱା ଗାୟନରେ ପରିପୂର୍ଣ୍ଣ ହେଲା; ସେତେବେଳେ ଗୋଷ୍ଠୀବର୍ଗ ମଧ୍ୟରେ ଲୋକମାନେ କହିଲେ, “ସଦାପ୍ରଭୁ ଏମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)2 ସେତେବେଳେ ଆମ୍ଭମାନଙ୍କ ମୁଖ ହାସ୍ୟରେ ଓ ଜିହ୍ଵା ଗାୟନରେ ପରିପୂର୍ଣ୍ଣ ହେଲା; Gade chapit laଓଡିଆ ବାଇବେଲ2 ସେତେବେଳେ ଆମ୍ଭମାନଙ୍କ ମୁଖ ହାସ୍ୟରେ ଓ ଜିହ୍ୱା ଗାୟନରେ ପରିପୂର୍ଣ୍ଣ ହେଲା; ସେତେବେଳେ ଗୋଷ୍ଠୀବର୍ଗ ମଧ୍ୟରେ ଲୋକମାନେ କହିଲେ, “ସଦାପ୍ରଭୁ ଏମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି।” Gade chapit laପବିତ୍ର ବାଇବଲ2 ଆମ୍ଭେମାନେ ଖୁସୀରେ ପୂର୍ଣ୍ଣ ହୋଇଥିଲୁ ଏବଂ ଖୁସୀରେ ଗୀତ ଗାଇଲୁ। ଅନ୍ୟ ଜାତିର ଲୋକମାନେ କହିଲେ, “ସଦାପ୍ରଭୁ ସେମାନଙ୍କ ପାଇଁ ମହତ କର୍ମ କଲେ।” Gade chapit la |
ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ, ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ’ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପୂର୍ବକାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।