ଗୀତସଂହିତା 126:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ହେ ସଦାପ୍ରଭୋ, ଦକ୍ଷିଣ ଦିଗର ସ୍ରୋତ ପରି ଆମ୍ଭମାନଙ୍କ ଦାସତ୍ୱାବସ୍ଥା ପରିବର୍ତ୍ତନ କର। Gade chapit laପବିତ୍ର ବାଇବଲ (Re-edited) - (BSI)4 ହେ ସଦାପ୍ରଭୋ, ଦକ୍ଷିଣ ଦିଗର ସ୍ରୋତ ପରି ଆମ୍ଭମାନଙ୍କ ଦାସତ୍ଵାବସ୍ଥା ପରିବର୍ତ୍ତନ କର। Gade chapit laଓଡିଆ ବାଇବେଲ4 ହେ ସଦାପ୍ରଭୁ, ଦକ୍ଷିଣ ଦିଗର ସ୍ରୋତ ପରି ଆମ୍ଭମାନଙ୍କ ଦାସତ୍ୱାବସ୍ଥା ପରିବର୍ତ୍ତନ କର। Gade chapit laପବିତ୍ର ବାଇବଲ4 ସଦାପ୍ରଭୁ, ଆଉଥରେ ଆମ୍ଭର ଶାନ୍ତି ପୁନଃସ୍ଥାପନ କର, ଯେପରି ମରୁଭୂମିରେ ଝରଣାରୁ ଜଳସ୍ରୋତ ବହେ। Gade chapit la |
ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା, ପୁଣି, ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ଯେଉଁ ସକଳ ଜାତିମାନଙ୍କ ମଧ୍ୟକୁ, ଯେସକଳ ସ୍ଥାନକୁ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଇଅଛୁ, ସେହି ସବୁ ସ୍ଥାନରୁ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ଏହା ସଦାପ୍ରଭୁ କହନ୍ତି; ଆଉ, ଆମ୍ଭେ ଯେଉଁ ସ୍ଥାନରୁ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସ୍ଥାନକୁ ପୁନର୍ବାର ଆଣିବା।