Biblia Todo Logo
Bib sou entènèt

- Piblisite -




ଗୀତସଂହିତା 129:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ମୋʼ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି; ତଥାପି ସେମାନେ ମୋʼ ଉପରେ ଜୟୀ ହୋଇ ନାହାନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ମୋʼ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି; ତଥାପି ସେମାନେ ମୋʼ ଉପରେ ଜୟୀ ହୋଇ ନାହାନ୍ତି।

Gade chapit la Kopi

ଓଡିଆ ବାଇବେଲ

2 “ମୋ’ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି; ତଥାପି ସେମାନେ ମୋ’ ଉପରେ ଜୟୀ ହୋଇ ନାହାନ୍ତି।

Gade chapit la Kopi

ପବିତ୍ର ବାଇବଲ

2 ମୋ’ ଜୀବନସାରା ବହୁ ଶତ୍ରୁ ମୋତେ ଆକ୍ରମଣ କରିଛନ୍ତି। କିନ୍ତୁ ସେମାନେ କେବେ ମୋତେ ପରାସ୍ତ କରି ପାରିଲେ ନାହିଁ।

Gade chapit la Kopi




ଗୀତସଂହିତା 129:2
11 Referans Kwoze  

ଆଉ ମୁଁ ମଧ୍ୟ ତୁମ୍ଭକୁ କହୁଅଛି, ତୁମ୍ଭେ ପିତର, ପୁଣି, ଏହି ପଥର ଉପରେ ମୁଁ ଆପଣା ମଣ୍ଡଳୀ ତୋଳିବି, ଆଉ ପାତାଳର ବଳ ତାହାକୁ ପରାଜୟ କରିବ ନାହିଁ।


ଧାର୍ମିକର ବିପଦ ଅନେକ; ମାତ୍ର ସେହିସବୁରୁ ସଦାପ୍ରଭୁ ତାହାକୁ ଉଦ୍ଧାର କରନ୍ତି।


ତୁମ୍ଭେମାନେ ଯେପରି ମୋʼ ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସବୁ ବିଷୟ କହିଅଛି। ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି।”


ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି, ସେମାନେ ଅଟଳ ଓ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ।


ମୁଁ ଯେପରି ନିପତିତ ହେବି, ଏଥିପାଇଁ ତୁମ୍ଭେ ମୋତେ ଭାରୀ ଧକ୍କା ଦେଲ; ମାତ୍ର ସଦାପ୍ରଭୁ ମୋହର ସାହାଯ୍ୟ କଲେ।


ହରିଣୀ ଯେପରି ଜଳସ୍ରୋତ ପାଇଁ ଧକାଏ, ସେହିପରି ହେ ପରମେଶ୍ୱର, ମୋʼ ପ୍ରାଣ ତୁମ୍ଭ ପାଇଁ ଧକାଏ।


ସେ ଛଅଗୋଟି ସଙ୍କଟରୁ ତୁମ୍ଭକୁ ଉଦ୍ଧାର କରିବେ; ଆହୁରି, ସାତ ସଙ୍କଟରୁ ତୁମ୍ଭକୁ କୌଣସି ଅମଙ୍ଗଳ ସ୍ପର୍ଶ କରିବ ନାହିଁ।


ଏଥିଉତ୍ତାରେ ସେମାନେ ଭାର ବହନ ଦ୍ୱାରା ସେମାନଙ୍କୁ କ୍ଳେଶ ଦେବା ପାଇଁ ସେମାନଙ୍କ ଉପରେ କାର୍ଯ୍ୟଶାସକମାନଙ୍କୁ ନିଯୁକ୍ତ କଲେ, ପୁଣି, ସେମାନଙ୍କ ଦ୍ୱାରା ଫାରୋଙ୍କ ନିମନ୍ତେ ଭଣ୍ଡାରର ନଗର, ଅର୍ଥାତ୍‍, ପିଥୋମ୍‍ ଓ ରାମିଷେଷ୍‍ ନିର୍ମାଣ କରାଇଲେ।


Swiv nou:

Piblisite


Piblisite