Biblia Todo Logo
Bib sou entènèt

- Piblisite -




ଗୀତସଂହିତା 129:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 କୃଷକମାନେ ମୋʼ ପୃଷ୍ଠଦେଶରେ ହଳ ବୁଲାଇଲେ; ସେମାନେ ଲମ୍ବ ଲମ୍ବ ଶିଆର କଲେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 କୃଷକମାନେ ମୋʼ ପୃଷ୍ଠଦେଶରେ ହଳ ବୁଲାଇଲେ; ସେମାନେ ଲମ୍ଵ ଲମ୍ଵ ଶିଆର କଲେ।

Gade chapit la Kopi

ଓଡିଆ ବାଇବେଲ

3 କୃଷକମାନେ ମୋ’ ପୃଷ୍ଠଦେଶରେ ହଳ ବୁଲାଇଲେ; ସେମାନେ ଲମ୍ବ ଲମ୍ବ ଶିଆର କଲେ।

Gade chapit la Kopi

ପବିତ୍ର ବାଇବଲ

3 ସେମାନେ ମୋ’ ପିଠିରେ ଗଭୀର କ୍ଷତ ହେବା ପର୍ଯ୍ୟନ୍ତ ଆଘାତ କରନ୍ତି। ମୋର ପିଠି ହଳ କରା ପଡ଼ିଆ ପରି ଜଣାଗଲା।

Gade chapit la Kopi




ଗୀତସଂହିତା 129:3
4 Referans Kwoze  

ପୁଣି, ଯେଉଁମାନେ ତୁମ୍ଭକୁ କ୍ଲେଶ ଦିଅନ୍ତି, ସେମାନଙ୍କ ହସ୍ତରେ ଆମ୍ଭେ ତାହା ଦେବା; ସେମାନେ ତୁମ୍ଭ ପ୍ରାଣକୁ କହିଅଛନ୍ତି, ‘ନଇଁ ପଡ଼, ଆମ୍ଭେମାନେ ତୁମ୍ଭ ଉପର ଦେଇ ଗମନ କରିବା:’ ଆଉ, ତୁମ୍ଭେ ଭୂମି ଓ ସଡ଼କ ପରି ଗମନକାରୀମାନଙ୍କ ନିମନ୍ତେ ଆପଣା ପିଠି ପାତି ଦେଇଅଛ।”


କେହି ଭୂମି ଚାଷ ଓ ବିଦୀର୍ଣ୍ଣ କରିବା ବେଳେ ଯେପରି, ସେପରି କବର ମୁଖରେ ଆମ୍ଭମାନଙ୍କ ଅସ୍ଥିସବୁ ଛିନ୍ନଭିନ୍ନ ହୋଇଅଛି।


ତୁମ୍ଭେ କି ଅରଣା ଷଣ୍ଢକୁ ତାହାର ବନ୍ଧନରେ ବାନ୍ଧି ଲଙ୍ଗଳଶିଆରରେ ଚଳାଇପାର? ଅବା ସେ କି ତୁମ୍ଭ ପଛେ ପଛେ ଉପତ୍ୟକାରେ ମଇ ଦେବ?


ମୁଁ ପ୍ରହାରକ ପ୍ରତି ଆପଣା ପିଠି, ଦାଢ଼ି ଉପାଡ଼ିବା ଲୋକମାନଙ୍କ ପ୍ରତି ଆପଣା ଗାଲ ପାତି ଦେଲି; ମୁଁ ଅପମାନ ଓ ଛେପ ପକାଇବାରୁ ମୋହର ମୁଖ ଲୁଚାଇ ନାହିଁ।


Swiv nou:

Piblisite


Piblisite