ଗୀତସଂହିତା 13:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କେଜାଣି ମୋʼ ଶତ୍ରୁ କହିବ, “ମୁଁ ତାହାକୁ ଜୟ କରିଅଛି,” ଆଉ, ମୁଁ ଘୁଞ୍ଚାଗଲେ, ମୋହର ବିପକ୍ଷଗଣ ଉଲ୍ଲାସ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)4 କେଜାଣି ମୋʼ ଶତ୍ରୁ କହିବ, ମୁଁ ତାହାକୁ ଜୟ କରିଅଛି; ଆଉ, ମୁଁ ଘୁଞ୍ଚାଗଲେ, ମୋହର ବିପକ୍ଷଗଣ ଉଲ୍ଲାସ କରିବେ। Gade chapit laଓଡିଆ ବାଇବେଲ4 କେଜାଣି ମୋ’ ଶତ୍ରୁ କହିବ, “ମୁଁ ତାହାକୁ ଜୟ କରିଅଛି,” ଆଉ, ମୁଁ ଘୁଞ୍ଚାଗଲେ, ମୋହର ବିପକ୍ଷଗଣ ଉଲ୍ଲାସ କରିବେ। Gade chapit laପବିତ୍ର ବାଇବଲ4 ଯଦି ତାହା ସତରେ ଘଟେ ତେବେ ମୋର ଶତ୍ରୁମାନେ କହିବେ, “ଆମ୍ଭେ ସେମାନଙ୍କୁ ଜୟ କରିଅଛୁ।” ମୋର ଶତ୍ରୁମାନେ ଖୁସୀ ହେବେ ଯଦି ସେମାନେ ମୋତେ ପରାସ୍ତ କରନ୍ତି। Gade chapit la |
ପୁଣି, ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ କରିବେ ଓ ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କୁ କିଞ୍ଚିତ୍ ଆଶ୍ୱାସ ଦେବେ, ଏଥିପାଇଁ ରକ୍ଷାର୍ଥେ ଆମ୍ଭମାନଙ୍କୁ ଅବଶିଷ୍ଟ ରଖିବାକୁ ଓ ଆପଣା ପବିତ୍ର ସ୍ଥାନରେ ଆମ୍ଭମାନଙ୍କୁ ଏକ ଖୁଣ୍ଟି ଦେବାକୁ ବର୍ତ୍ତମାନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରୁ କ୍ଷଣକାଳ ଅନୁଗ୍ରହ ପ୍ରକାଶିତ ହୋଇଅଛି।