Biblia Todo Logo
Bib sou entènèt

- Piblisite -




ଗୀତସଂହିତା 132:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ହେ ସଦାପ୍ରଭୋ, ଉଠ, ତୁମ୍ଭେ ସ୍ୱପରାକ୍ରମର ସିନ୍ଦୁକ ସହିତ ଆପଣା ବିଶ୍ରାମ-ସ୍ଥାନକୁ ଗମନ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ହେ ସଦାପ୍ରଭୋ, ଉଠ, ତୁମ୍ଭେ ସ୍ଵପରାକ୍ରମର ସିନ୍ଦୁକ ସହିତ ଆପଣା ବିଶ୍ରାମ-ସ୍ଥାନକୁ ଗମନ କର।

Gade chapit la Kopi

ଓଡିଆ ବାଇବେଲ

8 ହେ ସଦାପ୍ରଭୁ, ଉଠ, ତୁମ୍ଭେ ସ୍ୱପରାକ୍ରମର ସିନ୍ଦୁକ ସହିତ ଆପଣା ବିଶ୍ରାମ-ସ୍ଥାନକୁ ଗମନ କର।

Gade chapit la Kopi

ପବିତ୍ର ବାଇବଲ

8 ସଦାପ୍ରଭୁ, ଉଠ ଏବଂ ତୁମ୍ଭର ବିଶ୍ରାମ ସ୍ଥାନକୁ ଯାଅ, ସିନ୍ଦୁକ ସହିତ ଯାଅ, ତାହା ତୁମ୍ଭର ଶକ୍ତିକୁ ପ୍ରଦର୍ଶନ କରେ।

Gade chapit la Kopi




ଗୀତସଂହିତା 132:8
4 Referans Kwoze  

ପୁଣି, ସେ ବନ୍ଦୀତ୍ୱରେ ଆପଣା ପରାକ୍ରମ ଓ ବିପକ୍ଷ ହସ୍ତରେ ଆପଣା ଗୌରବ ସମର୍ପଣ କଲେ।


ପରମେଶ୍ୱର ଉଠନ୍ତୁ, ତାହାଙ୍କ ଶତ୍ରୁଗଣ ଛିନ୍ନଭିନ୍ନ ହେଉନ୍ତୁ; ତାହାଙ୍କ ଘୃଣାକାରୀମାନେ ମଧ୍ୟ ତାହାଙ୍କ ସାକ୍ଷାତରୁ ପଳାଉନ୍ତୁ।


Swiv nou:

Piblisite


Piblisite