Biblia Todo Logo
Bib sou entènèt

- Piblisite -




ଗୀତସଂହିତା 135:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ବାଶନର ରାଜା ଓଗ୍‍କୁ, ଆଉ କିଣାନର ସକଳ ରାଜ୍ୟକୁ ବଧ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ବାଶନର ରାଜା ଓଗ୍କୁ, ଆଉ କିଣାନର ସକଳ ରାଜ୍ୟକୁ ବଧ କଲେ।

Gade chapit la Kopi

ଓଡିଆ ବାଇବେଲ

11 ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ବାଶନର ରାଜା ଓଗ୍‍କୁ, ଆଉ କିଣାନର ସକଳ ରାଜ୍ୟକୁ ବଧ କଲେ।

Gade chapit la Kopi

ପବିତ୍ର ବାଇବଲ

11 ପରମେଶ୍ୱର ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ବାଶନର ରାଜା ଓ‌ଗ୍‌କୁ ଏବଂ କିଣାନର ସକଳ ରାଜ୍ୟକୁ ପରାସ୍ତ କଲେ।

Gade chapit la Kopi




ଗୀତସଂହିତା 135:11
8 Referans Kwoze  

ଆହୁରି, ତୁମ୍ଭେ ସେମାନଙ୍କୁ ନାନା ରାଜ୍ୟ ଓ ଗୋଷ୍ଠୀ ଦେଲ ଓ ତାହା ସେମାନଙ୍କ ବାଣ୍ଟ ଅନୁସାରେ ନିରୂପଣ କଲ; ତହୁଁ ସେମାନେ ସୀହୋନ ଦେଶ, ଅର୍ଥାତ୍‍, ହିଷ୍‍ବୋନ ରାଜାର ଦେଶ ଓ ବାଶନର ଓଗ୍‍ ରାଜାର ଦେଶ ଅଧିକାର କଲେ।


ଆଉ ଯେତେବେଳେ ତୁମ୍ଭେମାନେ ଏହି ସ୍ଥାନରେ ଉପସ୍ଥିତ ହେଲ, ସେତେବେଳେ ହିଷ୍‍ବୋନର ରାଜା ସୀହୋନ ଓ ବାଶନର ରାଜା ଓଗ୍‍ ଆମ୍ଭମାନଙ୍କ ସହିତ ଯୁଦ୍ଧ କରିବାକୁ ବାହାର ହେଲେ, ତହୁଁ ଆମ୍ଭେମାନେ ସେମାନଙ୍କୁ ସଂହାର କଲୁ।


ମାତ୍ର ହିଷ୍‍ବୋନର ରାଜା ସୀହୋନ ଆପଣା ଦେଶ ମଧ୍ୟଦେଇ ଯିବା ପାଇଁ ଆମ୍ଭମାନଙ୍କୁ ଅନୁମତି ଦେଲା ନାହିଁ, କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତରେ ଆଜିର ନ୍ୟାୟ ତାହାକୁ ସମର୍ପଣ କରିବା ପାଇଁ ତାହାର ମନ କଠିନ କଲେ ଓ ତାହାର ହୃଦୟ ଶକ୍ତ କଲେ।


ଆଉ ତୁମ୍ଭର ଖଡ୍ଗ କି ତୁମ୍ଭର ଧନୁ ଦ୍ୱାରା ନୁହେଁ, ମାତ୍ର ଆମ୍ଭେ ତୁମ୍ଭମାନଙ୍କ ଆଗେ ଆଗେ ବିରୁଡ଼ି ପଠାଇଲୁ, ଯେ ସେମାନଙ୍କୁ, ଅର୍ଥାତ୍‍, ଇମୋରୀୟମାନଙ୍କ ଦୁଇ ରାଜାଙ୍କୁ ତୁମ୍ଭମାନଙ୍କ ସମ୍ମୁଖରୁ ଘଉଡ଼ାଇ ଦେଲା।


Swiv nou:

Piblisite


Piblisite