Biblia Todo Logo
Bib sou entènèt

- Piblisite -




ଗୀତସଂହିତା 135:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ହେ ସଦାପ୍ରଭୋ, ତୁମ୍ଭ ନାମ ଅନନ୍ତକାଳସ୍ଥାୟୀ; ହେ ସଦାପ୍ରଭୋ, ତୁମ୍ଭ ସ୍ମରଣ ପୁରୁଷ-ପରମ୍ପରାରେ ଥାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ହେ ସଦାପ୍ରଭୋ, ତୁମ୍ଭ ନାମ ଅନନ୍ତକାଳସ୍ଥାୟୀ; ହେ ସଦାପ୍ରଭୋ, ତୁମ୍ଭ ସ୍ମରଣ ପୁରୁଷ ପରମ୍ପରାରେ ଥାଏ।

Gade chapit la Kopi

ଓଡିଆ ବାଇବେଲ

13 ହେ ସଦାପ୍ରଭୁ, ତୁମ୍ଭ ନାମ ଅନନ୍ତକାଳସ୍ଥାୟୀ; ହେ ସଦାପ୍ରଭୁ, ତୁମ୍ଭ ସ୍ମରଣ ପୁରୁଷ ପରମ୍ପରାରେ ଥାଏ।

Gade chapit la Kopi

ପବିତ୍ର ବାଇବଲ

13 ହେ ସଦାପ୍ରଭୁ, ତୁମ୍ଭ ନାମ ଅନନ୍ତକାଳ ପାଇଁ ପ୍ରସିଦ୍ଧ ହେବ। ହେ ସଦାପ୍ରଭୁ, ତୁମ୍ଭଙ୍କୁ ଲୋକମାନେ ଚିରଦିନ ପାଇଁ ସ୍ମରଣ କରିବେ।

Gade chapit la Kopi




ଗୀତସଂହିତା 135:13
12 Referans Kwoze  

ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ଅନନ୍ତକାଳ ଓ ତୁମ୍ଭର ସ୍ମରଣ ପୁରୁଷାନୁକ୍ରମରେ ଥିବ।


ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କହିବ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର, ଇସ୍‌ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।’


ତାହାଙ୍କ ନାମ ଅନନ୍ତକାଳ ରହିବ; ଯେପର୍ଯ୍ୟନ୍ତ ସୂର୍ଯ୍ୟ ଥାଏ, ସେପର୍ଯ୍ୟନ୍ତ ତାହାଙ୍କ ନାମ ସତେଜ ରହିବ; ଆଉ, ମନୁଷ୍ୟମାନେ ତାହାଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ସବୁ ଗୋଷ୍ଠୀୟ ଲୋକେ ତାହାଙ୍କୁ ଧନ୍ୟ କହିବେ।


ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ।


ଅତଏବ ତୁମ୍ଭେମାନେ ଏହି ପ୍ରକାରେ ପ୍ରାର୍ଥନା କର, ‘ହେ ଆମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ।


ସେହି ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର; ସଦାପ୍ରଭୁ ତାହାଙ୍କର ସ୍ମରଣୀୟ ନାମ।


ତହିଁରେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ ଗୋଷ୍ଠୀବର୍ଗ ଓ ରାଜ୍ୟସକଳ ଏକତ୍ରିତ ହେବା ବେଳେ,


ମୁଁ ସର୍ବଦା ସଦାପ୍ରଭୁଙ୍କ ବିବିଧ ଦୟା ବିଷୟ ଗାନ କରିବି; ମୁଁ ଆପଣା ମୁଖରେ ତୁମ୍ଭର ବିଶ୍ୱସ୍ତତା ସମସ୍ତ ପିଢ଼ି ପ୍ରତି ପ୍ରକାଶ କରିବି।


ହେ ସଦାପ୍ରଭୋ, ଆମ୍ଭମାନଙ୍କର ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ! ତୁମ୍ଭେ ଆକାଶମଣ୍ଡଳ ଉପରେ ଆପଣା ଗୌରବ ସ୍ଥାପନ କରିଅଛ।


ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର। [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର। ଆମେନ୍।]’


ତୁମ୍ଭେ ଉଠି ସିୟୋନକୁ ଦୟା କରିବ; କାରଣ ତାହା ପ୍ରତି କୃପା କରିବାର ସମୟ ଏହି, ହଁ, ନିରୂପିତ ସମୟ ଉପସ୍ଥିତ।


Swiv nou:

Piblisite


Piblisite