Biblia Todo Logo
Bib sou entènèt

- Piblisite -




ଗୀତସଂହିତା 135:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଅନ୍ୟ ଦେଶୀୟମାନଙ୍କ ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଅନ୍ୟ ଦେଶୀୟମାନଙ୍କ ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ।

Gade chapit la Kopi

ଓଡିଆ ବାଇବେଲ

15 ଅନ୍ୟ ଦେଶୀୟମାନଙ୍କ ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ।

Gade chapit la Kopi

ପବିତ୍ର ବାଇବଲ

15 ଅନ୍ୟ ଦେଶୀୟମାନଙ୍କ ମୂର୍ତ୍ତିସବୁ ରୂପା ଓ ସୁନା ଥିଲା। ସେଗୁଡ଼ିକ ମନୁଷ୍ୟର ହସ୍ତ ଦ୍ୱାରା ନିର୍ମିତ ହେଉଥିଲା।

Gade chapit la Kopi




ଗୀତସଂହିତା 135:15
9 Referans Kwoze  

ତେବେ, ଆମ୍ଭେମାନେ ଈଶ୍ବରଙ୍କର ବଂଶ ହେବାରୁ ଈଶ୍ବରଙ୍କ ସ୍ୱରୂପକୁ ମନୁଷ୍ୟର ଶିଳ୍ପ ଓ କଳ୍ପନା ଅନୁସାରେ ଖୋଦିତ ସ୍ୱର୍ଣ୍ଣ କି ରୌପ୍ୟ କି ପ୍ରସ୍ତର ତୁଲ୍ୟ ବୁଝିବା ଆମ୍ଭମାନଙ୍କର ଉଚିତ୍ ନୁହେଁ।


ଓ ସେମାନଙ୍କର ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ୱର ନୁହନ୍ତି, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତର ମାତ୍ର; ଏହେତୁ ସେମାନେ ସେମାନଙ୍କୁ ବିନାଶ କରିଅଛନ୍ତି।


ଆଉ ସେହି ସ୍ଥାନରେ ତୁମ୍ଭେମାନେ ମନୁଷ୍ୟର ହସ୍ତକୃତ କାଷ୍ଠମୟ ଓ ପ୍ରସ୍ତରମୟ, ପୁଣି ଯେଉଁମାନେ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଭୋଜନ କରନ୍ତି ନାହିଁ, କି ଆଘ୍ରାଣ କରନ୍ତି ନାହିଁ, ଏପରି ଦେବଗଣର ସେବା କରିବ।


Swiv nou:

Piblisite


Piblisite