Biblia Todo Logo
Bib sou entènèt

- Piblisite -




ଗୀତସଂହିତା 135:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ, ସେମାନଙ୍କର ଚକ୍ଷୁ ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ, ସେମାନଙ୍କର ଚକ୍ଷୁ ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ;

Gade chapit la Kopi

ଓଡିଆ ବାଇବେଲ

16 ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ, ସେମାନଙ୍କର ଚକ୍ଷୁ ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ;

Gade chapit la Kopi

ପବିତ୍ର ବାଇବଲ

16 ସେହି ମୂର୍ତ୍ତିମାନଙ୍କର ମୁଖ ଅଛି ମାତ୍ର ସେମାନେ କଥା କହିପାରିବେ ନାହିଁ। ସେମାନଙ୍କର ଆଖି ଅଛି, କିନ୍ତୁ ସେମାନେ ଦେଖି ପାରିବେ ନାହିଁ।

Gade chapit la Kopi




ଗୀତସଂହିତା 135:16
2 Referans Kwoze  

ଏହି ଲୋକମାନେ ଆପଣା ଆପଣା ଚକ୍ଷୁରେ ଦେଖି ଓ କର୍ଣ୍ଣରେ ଶୁଣି ଓ ଅନ୍ତଃକରଣରେ ବୁଝି ମନ ଫେରାଇ ଯେପରି ସୁସ୍ଥ ନ ହୁଅନ୍ତି, ଏଥିପାଇଁ ତୁମ୍ଭେ ସେମାନଙ୍କ ଅନ୍ତଃକରଣ ସ୍ଥୂଳ କର ଓ ସେମାନଙ୍କ କର୍ଣ୍ଣ ଭାରୀ କର ଓ ସେମାନଙ୍କ ଚକ୍ଷୁ ମୁଦି ଦିଅ।”


Swiv nou:

Piblisite


Piblisite