Biblia Todo Logo
Bib sou entènèt

- Piblisite -




ଗୀତସଂହିତା 135:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କଠାରେ ନିର୍ଭରକାରୀ ପ୍ରତ୍ୟେକେ ସେମାନଙ୍କ ତୁଲ୍ୟ ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କ ଠାରେ ନିର୍ଭରକାରୀ ପ୍ରତ୍ୟେକେ ସେମାନଙ୍କ ତୁଲ୍ୟ ହେବେ।

Gade chapit la Kopi

ଓଡିଆ ବାଇବେଲ

18 ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କ ଠାରେ ନିର୍ଭରକାରୀ ପ୍ରତ୍ୟେକେ ସେମାନଙ୍କ ତୁଲ୍ୟ ହେବେ।

Gade chapit la Kopi

ପବିତ୍ର ବାଇବଲ

18 ଯେଉଁମାନେ ମୂର୍ତ୍ତି ତିଆରି କରନ୍ତି ଏବଂ ସେମାନଙ୍କଠାରେ ବିଶ୍ୱାସ ରଖନ୍ତି, ସେମାନେ ସେମାନଙ୍କ ତୁଲ୍ୟ ହେବେ।

Gade chapit la Kopi




ଗୀତସଂହିତା 135:18
6 Referans Kwoze  

ସେମାନେ ସମସ୍ତେ ପଶୁବତ୍‍ ଓ ଅଜ୍ଞାନ ପ୍ରତିମାଗଣର ଶିକ୍ଷା କାଷ୍ଠ ମାତ୍ର।


ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କଠାରେ ନିର୍ଭରକାରୀମାନେ ସେମାନଙ୍କ ତୁଲ୍ୟ ହେବେ।


ଖୋଦିତ ପ୍ରତିମାଗଣର ସେବକ ସମସ୍ତେ ଓ ଦେବତାଗଣର ଦର୍ପକାରୀ ସମସ୍ତେ ଲଜ୍ଜିତ ହେଉନ୍ତୁ; ହେ ସମସ୍ତ ଦେବତାଗଣ, ତୁମ୍ଭେମାନେ ତାହାଙ୍କୁ ପ୍ରଣାମ କର।


ଈଶ୍ବରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥିନିମନ୍ତେ ଏହି ଜଗତ୍‍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି।


ଯେଉଁମାନେ ଖୋଦିତ ପ୍ରତିମାଗଣରେ ନିର୍ଭର କରନ୍ତି ଓ ଛାଞ୍ଚରେ ଢଳା ପ୍ରତିମାଗଣକୁ “ତୁମ୍ଭେମାନେ ଆମ୍ଭମାନଙ୍କର ଈଶ୍ୱର” ବୋଲି କୁହନ୍ତି, ସେମାନେ ବିମୁଖ ଓ ଅତିଶୟ ଲଜ୍ଜିତ ହେବେ।


Swiv nou:

Piblisite


Piblisite