ଗୀତସଂହିତା 135:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉଠାନ୍ତି; ସେ ବୃଷ୍ଟି ନିମନ୍ତେ ବିଜୁଳି ଉତ୍ପନ୍ନ କରନ୍ତି; ସେ ଆପଣା ଭଣ୍ଡାରସମୂହରୁ ବାୟୁ ବାହାର କରି ଆଣନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)7 ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉଠାନ୍ତି; ସେ ବୃଷ୍ଟି ନିମନ୍ତେ ବିଜୁଳି ଉତ୍ପନ୍ନ କରନ୍ତି; ସେ ଆପଣା ଭଣ୍ତାରସମୂହରୁ ବାୟୁ ବାହାର କରି ଆଣନ୍ତି। Gade chapit laଓଡିଆ ବାଇବେଲ7 ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉଠାନ୍ତି; ସେ ବୃଷ୍ଟି ନିମନ୍ତେ ବିଜୁଳି ଉତ୍ପନ୍ନ କରନ୍ତି; ସେ ଆପଣା ଭଣ୍ଡାରସମୂହରୁ ବାୟୁ ବାହାର କରି ଆଣନ୍ତି। Gade chapit laପବିତ୍ର ବାଇବଲ7 ପରମେଶ୍ୱର ପୃଥିବୀର ଉପରେ ଆକାଶ ସୃଷ୍ଟି କରିଅଛନ୍ତି। ସେ ବର୍ଷା ସହିତ ବିଜୁଳି କରାନ୍ତି। ଏବଂ ସେ ତାଙ୍କର ଭଣ୍ଡାର ଘରୁ ପବନ ପ୍ରବାହୀତ କରାନ୍ତି। Gade chapit la |