ଗୀତସଂହିତା 135:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ହେ ମିସର, ସେ ତୁମ୍ଭ ମଧ୍ୟକୁ, ଫାରୋ ପ୍ରତିକୂଳରେ, ତାହାର ଦାସଗଣ ପ୍ରତିକୂଳରେ ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ପ୍ରେରଣ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)9 ହେ ମିସର, ସେ ତୁମ୍ଭ ମଧ୍ୟକୁ, ଫାରୋ ପ୍ରତିକୂଳରେ ଓ ତାହାର ଦାସଗଣ ପ୍ରତିକୂଳରେ ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ପ୍ରେରଣ କଲେ। Gade chapit laଓଡିଆ ବାଇବେଲ9 ହେ ମିସର, ସେ ତୁମ୍ଭ ମଧ୍ୟକୁ, ଫାରୋ ପ୍ରତିକୂଳରେ, ତାହାର ଦାସଗଣ ପ୍ରତିକୂଳରେ ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ପ୍ରେରଣ କଲେ। Gade chapit laପବିତ୍ର ବାଇବଲ9 ପରମେଶ୍ୱର ମିଶରରେ ବହୁତ ଆଶ୍ଚର୍ଯ୍ୟ ଓ ଅଦ୍ଭୂତ କାର୍ଯ୍ୟମାନ କଲେ। ସେ ସେଗୁଡ଼ିକୁ ଫାରୋ ଓ ତାଙ୍କର ପଦାଧିକାରୀମାନଙ୍କ ବିପକ୍ଷରେ ବ୍ୟବହାର କଲେ। Gade chapit la |
କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ୱାରା, ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟକର୍ମ ଦ୍ୱାରା, ଯୁଦ୍ଧ ଦ୍ୱାରା, ପରାକ୍ରାନ୍ତ ହସ୍ତ ଦ୍ୱାରା, ବିସ୍ତାରିତ ବାହୁ ଦ୍ୱାରା ଓ ଭୟଙ୍କର ମହାକର୍ମ ଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।