Biblia Todo Logo
Bib sou entènèt

- Piblisite -




ଗୀତସଂହିତା 136:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଯେ ସୂଫ ସାଗରକୁ ବିଭକ୍ତ କଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଯେ ସୂଫ ସାଗରକୁ ବିଭକ୍ତ କଲେ, ତାହାଙ୍କର (ଧନ୍ୟବାଦ କରନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

Gade chapit la Kopi

ଓଡିଆ ବାଇବେଲ

13 ଯେ ସୂଫ ସାଗରକୁ ବିଭକ୍ତ କଲେ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

Gade chapit la Kopi

ପବିତ୍ର ବାଇବଲ

13 ପରମେଶ୍ୱର ସୁଫସାଗରକୁ ଦୁଇ ଭାଗରେ ବିଭକ୍ତ କଲେ। ତାହାଙ୍କର ବିଶ୍ୱସ୍ତ ପ୍ରେମ ଅନନ୍ତକାଳସ୍ଥାୟୀ।

Gade chapit la Kopi




ଗୀତସଂହିତା 136:13
8 Referans Kwoze  

ସେ ସମୁଦ୍ରକୁ ବିଭକ୍ତ କରି ସେମାନଙ୍କୁ ପାର କରାଇଲେ; ପୁଣି, ସେ ଜଳସମୂହକୁ ରାଶୀ ରୂପେ ଠିଆ କରାଇଲେ।


ବିଶ୍ୱାସ ଦ୍ୱାରା ସେମାନେ ଶୁଷ୍କ ଭୂମି ପାର ହେଲା ପରି ସୂଫ ସାଗରର ଭିତର ଦେଇ ପାର ହେଲେ, କିନ୍ତୁ ମିସରୀୟମାନେ ପାର ହେବାକୁ ଚେଷ୍ଟା କରିବାକୁ ଯାଇ ବୁଡ଼ି ମଲେ।


ତୁମ୍ଭେ ଆପଣା ପରାକ୍ରମରେ ସମୁଦ୍ରକୁ ଦୁଇ ଭାଗ କଲ; ତୁମ୍ଭେ ଜଳରେ ନାଗଗଣର ମସ୍ତକ ଭାଙ୍ଗି ପକାଇଲ;


ମାତ୍ର ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥରେ ସମୁଦ୍ର ମଧ୍ୟଦେଇ ଗମନ କଲେ; ପୁଣି, ଜଳ ସେମାନଙ୍କ ବାମ ଓ ଦକ୍ଷିଣରେ ପ୍ରାଚୀର ତୁଲ୍ୟ ହେଲା।


Swiv nou:

Piblisite


Piblisite