ଗୀତସଂହିତା 136:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଯେ ମହାରାଜାଗଣକୁ ସଂହାର କଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; Gade chapit laପବିତ୍ର ବାଇବଲ (Re-edited) - (BSI)17 ଯେ ମହାରାଜଗଣକୁ ସଂହାର କଲେ, ତାହାଙ୍କର (ଧନ୍ୟବାଦ କରନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; Gade chapit laଓଡିଆ ବାଇବେଲ17 ଯେ ମହାରାଜାଗଣକୁ ସଂହାର କଲେ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; Gade chapit laପବିତ୍ର ବାଇବଲ17 ପରମେଶ୍ୱର ଶକ୍ତିଶାଳୀ ରାଜାମାନଙ୍କୁ ପରାସ୍ତ କଲେ। ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ। Gade chapit la |