Biblia Todo Logo
Bib sou entènèt

- Piblisite -




ଗୀତସଂହିତା 136:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ପୁଣି, ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ପୁଣି, ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

Gade chapit la Kopi

ଓଡିଆ ବାଇବେଲ

24 ପୁଣି, ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

Gade chapit la Kopi

ପବିତ୍ର ବାଇବଲ

24 ପରମେଶ୍ୱର ଆମ୍ଭମାନଙ୍କର ଶତ୍ରୁମାନଙ୍କଠାରୁ ଆମ୍ଭକୁ ରକ୍ଷା କଲେ। ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।

Gade chapit la Kopi




ଗୀତସଂହିତା 136:24
8 Referans Kwoze  

ସେ ଯେଉଁମାନଙ୍କୁ ବିପକ୍ଷର ହସ୍ତରୁ ମୁକ୍ତ କରିଅଛନ୍ତି ଓ ନାନା ଦେଶରୁ, ପୂର୍ବ ଓ ପଶ୍ଚିମରୁ,


ତୁମ୍ଭେ ଆପଣା ଦୟାରେ ନିଜ ମୁକ୍ତ ଲୋକମାନଙ୍କୁ ଗମନ କରାଉଅଛ, ତୁମ୍ଭେ ଆପଣା ପରାକ୍ରମରେ ସେମାନଙ୍କୁ ପଥ କଢ଼ାଇ ତୁମ୍ଭ ପବିତ୍ର ନିବାସ ସ୍ଥାନକୁ ନେଇ ଯାଉଅଛ।


ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍‌ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।


ସେମାନଙ୍କର ସବୁ ଦୁଃଖରେ ସେ ଦୁଃଖିତ ହେଲେ ଓ ତାହାଙ୍କର ଶ୍ରୀମୁଖ ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ; ସେ ଆପଣା ପ୍ରେମ ଓ ଆପଣା ଦୟାରେ ସେମାନଙ୍କୁ ମୁକ୍ତ କଲେ ଓ ପୁରାତନ କାଳର ସମସ୍ତ ଦିନ ସେମାନଙ୍କୁ ବହନ କଲେ।


ତୁମ୍ଭେ ସ୍ମରଣ କରିବ ଯେ, ତୁମ୍ଭେ ମିସର ଦେଶରେ ବନ୍ଧାଦାସ ହୋଇଥିଲ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ମୁକ୍ତ କଲେ; ଏନିମନ୍ତେ ମୁଁ ଆଜି ତୁମ୍ଭକୁ ଏହି ଆଜ୍ଞା ଦେଉଅଛି।


ଏହେତୁ ତୁମ୍ଭେ ସେମାନଙ୍କୁ ବିପକ୍ଷଗଣ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ କ୍ଳେଶ ଦେଲେ; ମାତ୍ର କ୍ଳେଶ ସମୟରେ ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କରନ୍ତେ, ତୁମ୍ଭେ ସ୍ୱର୍ଗରୁ ତାହା ଶୁଣିଲ; ଆଉ, ଆପଣାର ବହୁବିଧ ଦୟାନୁସାରେ ସେମାନଙ୍କୁ ସେମାନଙ୍କ ବିପକ୍ଷଗଣ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ।


Swiv nou:

Piblisite


Piblisite