Biblia Todo Logo
Bib sou entènèt

- Piblisite -




ଗୀତସଂହିତା 136:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ରାତ୍ରିରେ କର୍ତ୍ତୃତ୍ୱ କରିବା ପାଇଁ ଚନ୍ଦ୍ର ଓ ତାରାଗଣ (ନିର୍ମାଣ କଲେ ସେ); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ରାତ୍ରିରେ କର୍ତ୍ତୃତ୍ଵ କରିବା ପାଇଁ ଚନ୍ଦ୍ର ଓ ତାରାଗଣ (ନିର୍ମାଣ କଲେ ସେନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

Gade chapit la Kopi

ଓଡିଆ ବାଇବେଲ

9 ରାତ୍ରିରେ କର୍ତ୍ତୃତ୍ୱ କରିବା ପାଇଁ ଚନ୍ଦ୍ର ଓ ତାରାଗଣ (ନିର୍ମାଣ କଲେ ସେ;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

Gade chapit la Kopi

ପବିତ୍ର ବାଇବଲ

9 ପରମେଶ୍ୱର ରାତ୍ରିରେ କର୍ତ୍ତୃତ୍ୱ କରିବା ପାଇଁ ଚନ୍ଦ୍ର ଓ ତାରାଗଣ ସୃଷ୍ଟି କଲେ। ତାହାଙ୍କ ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।

Gade chapit la Kopi




ଗୀତସଂହିତା 136:9
7 Referans Kwoze  

ମୁଁ ତୁମ୍ଭ ଅଙ୍ଗୁଳିକୃତ ତୁମ୍ଭ ଆକାଶମଣ୍ଡଳ, ତୁମ୍ଭର ନିରୂପିତ ଚନ୍ଦ୍ର ଓ ନକ୍ଷତ୍ରଗଣକୁ ବିବେଚନା କଲେ (କହେ,)


ସୂର୍ଯ୍ୟ ଦୀପ୍ତି ଦେବା ବେଳେ ଓ ଚନ୍ଦ୍ର ଜ୍ୟୋସ୍ନାରେ ଗତି କରିବା ବେଳେ ଯଦି ମୁଁ ତହିଁ ପ୍ରତି ଦୃଷ୍ଟି କରିଥାଏ;


ଏହି ପ୍ରକାରେ ପରମେଶ୍ୱର ଦିବସରେ କର୍ତ୍ତୃତ୍ଵ କରିବାକୁ ଏକ ମହାଜ୍ୟୋତି ଓ ରାତ୍ରିରେ କର୍ତ୍ତୃତ୍ଵ କରିବାକୁ ତାହାଠାରୁ ସାନ ଏକ ଜ୍ୟୋତିଃ, ଏହି ଦୁଇ ମହାଜ୍ୟୋତି, ଆଉ ମଧ୍ୟ ତାରାଗଣ ନିର୍ମାଣ କଲେ।


ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ? ଓ ମାନବଜାତି କିଏ ଯେ, ତୁମ୍ଭେ ସେମାନଙ୍କର ତତ୍ତ୍ୱାବଧାନ କରୁଅଛ?


ଦିବସ ତୁମ୍ଭର, ରାତ୍ରି ହିଁ ତୁମ୍ଭର; ତୁମ୍ଭେ ଦୀପ୍ତି ଓ ସୂର୍ଯ୍ୟ ପ୍ରସ୍ତୁତ କରିଅଛ।


ଦିବସରେ ଜ୍ୟୋତିଃ ଦେବା ପାଇଁ ଯେ ସୂର୍ଯ୍ୟ ପ୍ରଦାନ କରନ୍ତି ଓ ରାତ୍ରିରେ ଜ୍ୟୋତିଃ ଦେବା ପାଇଁ ଯେ ଚନ୍ଦ୍ରର ଓ ନକ୍ଷତ୍ରଗଣର ବିଧାନାଦି ସ୍ଥାପନ କରନ୍ତି, ଯେ ସମୁଦ୍ରକୁ ସଞ୍ଚାଳିତ କରି ତହିଁର ତରଙ୍ଗ ସମୂହକୁ ଗର୍ଜ୍ଜନ କରାନ୍ତି, ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ ସେହି ସଦାପ୍ରଭୁ ଏହି କଥା କହନ୍ତି:


Swiv nou:

Piblisite


Piblisite