ଗୀତସଂହିତା 137:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଯେଉଁ ଜନ ତୁମ୍ଭ ଶିଶୁଗଣକୁ ଧରି ଶୈଳ ଉପରେ କଚାଡ଼ିବ, ସେ ଧନ୍ୟ। Gade chapit laପବିତ୍ର ବାଇବଲ (Re-edited) - (BSI)9 ଯେଉଁ ଜନ ତୁମ୍ଭ ଶିଶୁଗଣକୁ ଧରି ଶୈଳ ଉପରେ କଚାଡ଼ିବ, ସେ ଧନ୍ୟ। Gade chapit laଓଡିଆ ବାଇବେଲ9 ଯେଉଁ ଜନ ତୁମ୍ଭ ଶିଶୁଗଣକୁ ଧରି ଶୈଳ ଉପରେ କଚାଡ଼ିବ, ସେ ଧନ୍ୟ। Gade chapit laପବିତ୍ର ବାଇବଲ9 ମୁଁ ଯେକୌଣସି ବ୍ୟକ୍ତିକୁ ଆଶୀର୍ବାଦ ଦେବି, ଯିଏ ତୁମ୍ଭର ଶିଶୁଗଣକୁ ତୁମ୍ଭଠାରୁ ଛଡ଼ାଇ ଆଣିବ ଏବଂ ସେମାନଙ୍କୁ ପଥରରେ ପିଟି ଦେବ। Gade chapit la |
ତହିଁରେ ହସାୟେଲ ପଚାରିଲା, “ମୋʼ ପ୍ରଭୁ କାହିଁକି ରୋଦନ କରୁଅଛନ୍ତି?” ଇଲୀଶାୟ ଉତ୍ତର କଲେ, “କାରଣ ଏହି, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ପ୍ରତି ଯେଉଁ ଅନିଷ୍ଟ କରିବ, ତାହା ମୁଁ ଜାଣେ; ତୁମ୍ଭେ ସେମାନଙ୍କ ଦୃଢ଼ ଗଡ଼ସବୁରେ ଅଗ୍ନି ଲଗାଇବ ଓ ତୁମ୍ଭେ ସେମାନଙ୍କ ଯୁବାମାନଙ୍କୁ ଖଡ୍ଗରେ ବଧ କରିବ ଓ ସେମାନଙ୍କ ଶିଶୁଗଣକୁ ଭୂମିରେ କଚାଡ଼ି ଚୂର୍ଣ୍ଣ କରିବ ଓ ସେମାନଙ୍କ ଗର୍ଭବତୀ ସ୍ତ୍ରୀମାନଙ୍କ ଉଦର ବିଦୀର୍ଣ୍ଣ କରିବ।”