Biblia Todo Logo
Bib sou entènèt

- Piblisite -




ଗୀତସଂହିତା 139:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେଠାରେ ହେଁ ତୁମ୍ଭର ହସ୍ତ ମୋତେ ଚଳାଇବ ଓ ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସେଠାରେ ହେଁ ତୁମ୍ଭର ହସ୍ତ ମୋତେ ଚଳାଇବ ଓ ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରିବ।

Gade chapit la Kopi

ଓଡିଆ ବାଇବେଲ

10 ସେଠାରେ ହେଁ ତୁମ୍ଭର ହସ୍ତ ମୋତେ ଚଳାଇବ ଓ ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରିବ।

Gade chapit la Kopi

ପବିତ୍ର ବାଇବଲ

10 ସେଠାରେ ମଧ୍ୟ ତୁମ୍ଭର ହସ୍ତ ମୋତେ ଆଗକୁ ନେଇଥା’ନ୍ତା ଏବଂ ତୁମ୍ଭର ଦକ୍ଷିଣ ହସ୍ତ ହୁଏତ ମୋତେ ଧରିଥା’ନ୍ତା।

Gade chapit la Kopi




ଗୀତସଂହିତା 139:10
6 Referans Kwoze  

ସେ ମୋʼ ପ୍ରାଣକୁ ସୁସ୍ଥ କରନ୍ତି, ସେ ଆପଣା ନାମ ସକାଶୁ ଧର୍ମ ପଥରେ ମୋତେ କଢ଼ାଇ ନିଅନ୍ତି।


କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, ତୁମ୍ଭ ଦକ୍ଷିଣ ହସ୍ତ ଧରି ତୁମ୍ଭକୁ କହିବା, “ଭୟ କର ନାହିଁ; ଆମ୍ଭେ ତୁମ୍ଭର ସାହାଯ୍ୟ କରିବା।”


ତଥାପି ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ନିରନ୍ତର ଅଛି; ତୁମ୍ଭେ ମୋହର ଦକ୍ଷିଣ ହସ୍ତ ଧରିଅଛ।


ମୋହର ପ୍ରାଣ ତୁମ୍ଭ ପଛେ ପଛେ ଲାଗିଥାଏ; ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖେ।


ପୁଣି, ସେମାନେ କର୍ମିଲର ଶୃଙ୍ଗରେ ଆପଣାମାନଙ୍କୁ ଲୁଚାଇଲେ ହେଁ ଆମ୍ଭେ ସେସ୍ଥାନରୁ ଅନୁସନ୍ଧାନ କରି ସେମାନଙ୍କୁ ଧରି ଆଣିବା ଓ ସେମାନେ ଆମ୍ଭ ଦୃଷ୍ଟିରୁ ସମୁଦ୍ରର ତଳେ ଲୁଚିଲେ ହେଁ ଆମ୍ଭେ ସେସ୍ଥାନରେ ସର୍ପକୁ ଆଜ୍ଞା କରିବା, ତହିଁରେ ସେ ସେମାନଙ୍କୁ ଦଂଶନ କରିବ।


Swiv nou:

Piblisite


Piblisite