Biblia Todo Logo
Bib sou entènèt

- Piblisite -




ଗୀତସଂହିତା 139:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; କାରଣ ମୁଁ ଭୟଙ୍କର ଓ ଆଶ୍ଚର୍ଯ୍ୟ ରୂପେ ନିର୍ମିତ; ତୁମ୍ଭର କର୍ମସକଳ ଆଶ୍ଚର୍ଯ୍ୟ; ଏହା ମୁଁ ଭଲ ରୂପେ ଜାଣେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; କାରଣ ମୁଁ ଭୟଙ୍କର ଓ ଆଶ୍ଚର୍ଯ୍ୟ ରୂପେ ନିର୍ମିତ; ତୁମ୍ଭର କର୍ମସକଳ ଆଶ୍ଚର୍ଯ୍ୟ; ଏହା ମୋʼ ପ୍ରାଣ ଭଲ ରୂପେ ଜାଣେ।

Gade chapit la Kopi

ଓଡିଆ ବାଇବେଲ

14 ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; କାରଣ ମୁଁ ଭୟଙ୍କର ଓ ଆଶ୍ଚର୍ଯ୍ୟ ରୂପେ ନିର୍ମିତ; ତୁମ୍ଭର କର୍ମସକଳ ଆଶ୍ଚର୍ଯ୍ୟ; ଏହା ମୁଁ ଭଲ ରୂପେ ଜାଣେ।

Gade chapit la Kopi

ପବିତ୍ର ବାଇବଲ

14 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ଧନ୍ୟବାଦ ଦିଏ କାରଣ ତୁମ୍ଭେ ମୋତେ ଏଭଳି ଏକ ଆଶ୍ଚର୍ଯ୍ୟଜନକ ପଥରେ ତିଆରି କରିଅଛ। ମୁଁ ଭଲ ଭାବରେ ଜାଣେ ଯେ, ତୁମ୍ଭର କାମ ଅ‌ଦ୍‌ଭୂତ ଅଟେ।

Gade chapit la Kopi




ଗୀତସଂହିତା 139:14
8 Referans Kwoze  

ସଦାପ୍ରଭୁଙ୍କ କାର୍ଯ୍ୟସକଳ ମହତ, ଯେଉଁମାନେ ତହିଁରେ ସନ୍ତୁଷ୍ଟ, ସେମାନେ ତାହାସବୁ ଅନୁସନ୍ଧାନ କରନ୍ତି।


ହେ ସଦାପ୍ରଭୋ, ତୁମ୍ଭର କାର୍ଯ୍ୟସକଳ କିପରି ବହୁବିଧ! ତୁମ୍ଭେ ଜ୍ଞାନରେ ସେସବୁ ନିର୍ମାଣ କରିଅଛ; ପୃଥିବୀ ତୁମ୍ଭ ସମ୍ପତ୍ତିରେ ପରିପୂର୍ଣ୍ଣ।


ପରମେଶ୍ୱର ମହାନ, ଅନନୁସନ୍ଧେୟ ଏବଂ ଅସଂଖ୍ୟ ଆଶ୍ଚର୍ଯ୍ୟକର୍ମ କରନ୍ତି;


ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ତୁମ୍ଭର କୃତ ଆଶ୍ଚର୍ଯ୍ୟକର୍ମ ଓ ଆମ୍ଭମାନଙ୍କ ପକ୍ଷରେ ତୁମ୍ଭର ସଂକଳ୍ପ ଅନେକ; ତାହାସବୁ ତୁମ୍ଭ ସାକ୍ଷାତରେ ସଜାଯାଇ ନ ପାରେ; ମୁଁ ସେହି ସବୁ ବିଷୟ ବର୍ଣ୍ଣନା କରି କହନ୍ତି, ମାତ୍ର ତାହାସବୁ ଗଣନା କରାଯାଇ ନ ପାରେ।


ସେମାନେ ଈଶ୍ବରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, “ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର, ତୁମ୍ଭର କର୍ମସମୂହ ମହତ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାୟ ଓ ସତ୍ୟ।


ଜ୍ଞାନହୀନ ଲୋକ ଜାଣେ ନାହିଁ; କିଅବା ନିର୍ବୋଧ ଲୋକ ଏହା ବୁଝେ ନାହିଁ;


Swiv nou:

Piblisite


Piblisite