Biblia Todo Logo
Bib sou entènèt

- Piblisite -




ଗୀତସଂହିତା 139:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତୁମ୍ଭ ଚକ୍ଷୁ ମୋହର ସେହି ଅସମ୍ପୂର୍ଣ୍ଣ ପିଣ୍ଡ ଦେଖିଲା ଓ ମୋହର ଯେଉଁସବୁ ଅଙ୍ଗପ୍ରତ୍ୟଙ୍ଗ ଦିନକୁ ଦିନ ଗଠିତ ହେଲା, ତନ୍ମଧ୍ୟରୁ ଗୋଟିଏ ହେଲେ ନ ହେଉଣୁ ତାହାସବୁ ତୁମ୍ଭ ପୁସ୍ତକରେ ଲିଖିତ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତୁମ୍ଭ ଚକ୍ଷୁ ମୋହର ସେହି ଅସମ୍ପୂର୍ଣ୍ଣ ପିଣ୍ତ ଦେଖିଲା ଓ ମୋହର ଯେଉଁସବୁ ଅଙ୍ଗପ୍ରତ୍ୟଙ୍ଗ ଦିନକୁ ଦିନ ଗଠିତ ହେଲା, ତନ୍ମଧ୍ୟରୁ ଗୋଟିଏ ହେଲେ ନ ହେଉଣୁ ତାହାସବୁ ତୁମ୍ଭ ପୁସ୍ତକରେ ଲିଖିତ ଥିଲା।

Gade chapit la Kopi

ଓଡିଆ ବାଇବେଲ

16 ତୁମ୍ଭ ଚକ୍ଷୁ ମୋହର ସେହି ଅସମ୍ପୂର୍ଣ୍ଣ ପିଣ୍ଡ ଦେଖିଲା ଓ ମୋହର ଯେଉଁସବୁ ଅଙ୍ଗପ୍ରତ୍ୟଙ୍ଗ ଦିନକୁ ଦିନ ଗଠିତ ହେଲା, ତନ୍ମଧ୍ୟରୁ ଗୋଟିଏ ହେଲେ ନ ହେଉଣୁ ତାହାସବୁ ତୁମ୍ଭ ପୁସ୍ତକରେ ଲିଖିତ ଥିଲା।

Gade chapit la Kopi

ପବିତ୍ର ବାଇବଲ

16 ତୁମ୍ଭେ ପ୍ରତ୍ୟେକ ଦିନ ମୋର ଶରୀରର ବୃଦ୍ଧିକୁ ମୋର ମାତୃଗର୍ଭରେ ଦେଖିଲ। ତୁମ୍ଭ ପ୍ରତ୍ୟେକ ଅଙ୍ଗପ୍ରତ୍ୟଙ୍ଗକୁ ମୋ’ ତାଲିକାଭୁକ୍ତ କଲ ଏବଂ ସେଗୁଡ଼ିକ ମଧ୍ୟରୁ ଗୋଟିଏ ହେଲେ ବି ବାଦ୍ ଦେଇ ନାହଁ।

Gade chapit la Kopi




ଗୀତସଂହିତା 139:16
3 Referans Kwoze  

ତୁମ୍ଭେ ମୋହର ଭ୍ରମଣ ଗଣନା କରୁଅଛ। ତୁମ୍ଭେ ଆପଣା ପାତ୍ରରେ ଆମ୍ଭର ଅଶ୍ରୁ ରଖିଥାଅ; ତାହାସବୁ କʼଣ ତୁମ୍ଭ ପୁସ୍ତକରେ ନାହିଁ?


ସେହି ସମୟରେ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ, ସେମାନେ ଏକଆରେକର ସଙ୍ଗେ କଥାବାର୍ତ୍ତା କଲେ; ଆଉ, ସଦାପ୍ରଭୁ ମନୋଯୋଗ କରି ତାହା ଶୁଣିଲେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ତାହାଙ୍କ ନାମ ଧ୍ୟାନ କଲେ, ସେମାନଙ୍କ ନିମନ୍ତେ ଏକ ସ୍ମରଣାର୍ଥ ନଳାକାର ପୁସ୍ତକ ତାହାଙ୍କ ଛାମୁରେ ଲେଖାଗଲା।


ପୁଣି, ମୁଁ କ୍ଷୁଦ୍ର ଓ ମହାନ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନ ପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ।


Swiv nou:

Piblisite


Piblisite