Biblia Todo Logo
Bib sou entènèt

- Piblisite -




ଗୀତସଂହିତା 139:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ହେ ପରମେଶ୍ୱର, ଆହୁରି ତୁମ୍ଭର ସଂକଳ୍ପସକଳ ମୋʼ ପ୍ରତି କିପରି ବହୁମୂଲ୍ୟ! ତହିଁର ସଂଖ୍ୟା କିପରି ଅଧିକ!

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ହେ ପରମେଶ୍ଵର, ଆହୁରି ତୁମ୍ଭର ସଙ୍କଳ୍ପସକଳ ମୋʼ ପ୍ରତି କିପରି ବହୁମୂଲ୍ୟ ! ତହିଁର ସଂଖ୍ୟା କିପରି ଅଧିକ !

Gade chapit la Kopi

ଓଡିଆ ବାଇବେଲ

17 ହେ ପରମେଶ୍ୱର, ଆହୁରି ତୁମ୍ଭର ସଂକଳ୍ପସକଳ ମୋ’ ପ୍ରତି କିପରି ବହୁମୂଲ୍ୟ ! ତହିଁର ସଂଖ୍ୟା କିପରି ଅଧିକ !

Gade chapit la Kopi

ପବିତ୍ର ବାଇବଲ

17 ପରମେଶ୍ୱର, ତୁମ୍ଭର ଚିନ୍ତାଧାରା ମୋ’ ପାଇଁ ବୁଝିବା କଷ୍ଟକର ଅଟେ। ତହିଁରେ ସେଗୁଡ଼ିକ ଗଣନା କରାଯାଇ ପାରିବ ନାହିଁ।

Gade chapit la Kopi




ଗୀତସଂହିତା 139:17
10 Referans Kwoze  

ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ତୁମ୍ଭର କୃତ ଆଶ୍ଚର୍ଯ୍ୟକର୍ମ ଓ ଆମ୍ଭମାନଙ୍କ ପକ୍ଷରେ ତୁମ୍ଭର ସଂକଳ୍ପ ଅନେକ; ତାହାସବୁ ତୁମ୍ଭ ସାକ୍ଷାତରେ ସଜାଯାଇ ନ ପାରେ; ମୁଁ ସେହି ସବୁ ବିଷୟ ବର୍ଣ୍ଣନା କରି କହନ୍ତି, ମାତ୍ର ତାହାସବୁ ଗଣନା କରାଯାଇ ନ ପାରେ।


କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପକ୍ଷରେ ଆମ୍ଭେ ଯେସକଳ ସଂକଳ୍ପ କରିଅଛୁ, ତାହା ଆମ୍ଭେ ଜାଣୁ, ତୁମ୍ଭମାନଙ୍କର ଅନ୍ତିମ କାଳରେ ତୁମ୍ଭମାନଙ୍କୁ ଭରସା ଦେବା ନିମନ୍ତେ ସେସବୁ ଅମଙ୍ଗଳର ନୁହେଁ, ମଙ୍ଗଳର ସଂକଳ୍ପ ଅଟେ।


ହେ ସଦାପ୍ରଭୋ, ତୁମ୍ଭର କର୍ମସବୁ କିପରି ମହତ! ତୁମ୍ଭର ସଂକଳ୍ପସବୁ ଅତି ଗଭୀର।


ହେ ପରମେଶ୍ୱର, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିପରି ବହୁମୂଲ୍ୟ! ପୁଣି, ମନୁଷ୍ୟ-ସନ୍ତାନଗଣ ତୁମ୍ଭ ପକ୍ଷଛାୟା ତଳେ ଆଶ୍ରୟ ନିଅନ୍ତି।


ଆଃ, ତୁମ୍ଭେ ଆପଣା ଭୟକାରୀମାନଙ୍କ ପାଇଁ ଯେଉଁ ମଙ୍ଗଳ ସଞ୍ଚୟ କରିଅଛ, ମନୁଷ୍ୟ-ସନ୍ତାନଗଣ ସାକ୍ଷାତରେ ଆପଣା ଶରଣାଗତ ଲୋକଙ୍କ ପାଇଁ ଯେଉଁ ମଙ୍ଗଳ ସାଧନ କରିଅଛ, ତାହା କିପରି ମହତ୍!


ପୁଣି, ତାହାଙ୍କ ଭୂମଣ୍ଡଳରେ ଆନନ୍ଦ କଲି ଓ ମନୁଷ୍ୟ-ସନ୍ତାନଗଣ ସଙ୍ଗରେ ମୋହର ଆମୋଦ ଥିଲା।


ପୁଣି, ସନ୍ଧ୍ୟା ବେଳେ ଧ୍ୟାନ କରିବା ପାଇଁ କ୍ଷେତ୍ରକୁ ଯାଇଥିଲା; ଏଥିମଧ୍ୟରେ ଅନାଇ ଓଟଗଣକୁ ଆସିବାର ଦେଖିଲା।


ବଳିଦାନ ଓ ନୈବେଦ୍ୟରେ ତୁମ୍ଭର ସନ୍ତୋଷ ନାହିଁ; ତୁମ୍ଭେ ମୋହର କର୍ଣ୍ଣ ମୁକ୍ତ କରିଅଛ; ତୁମ୍ଭେ ହୋମବଳି ଓ ପାପାର୍ଥକ ବଳି ଚାହିଁ ନାହଁ।


Swiv nou:

Piblisite


Piblisite