ଗୀତସଂହିତା 139:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତୁମ୍ଭେ ମୋହର ବସିବାର ଓ ଉଠିବାର ଜାଣୁଅଛ, ତୁମ୍ଭେ ଦୂରରୁ ମୋହର ସଂକଳ୍ପ ବୁଝୁଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେ ମୋହର ବସିବାର ଓ ଉଠିବାର ଜାଣୁଅଛ, ତୁମ୍ଭେ ଦୂରରୁ ମୋହର ସଙ୍କଳ୍ପ ବୁଝୁଅଛ। Gade chapit laଓଡିଆ ବାଇବେଲ2 ତୁମ୍ଭେ ମୋହର ବସିବାର ଓ ଉଠିବାର ଜାଣୁଅଛ, ତୁମ୍ଭେ ଦୂରରୁ ମୋହର ସଂକଳ୍ପ ବୁଝୁଅଛ। Gade chapit laପବିତ୍ର ବାଇବଲ2 ତୁମ୍ଭେ ଜାଣ ଯେତେବେଳେ ମୁଁ ବସେ ଏବଂ ଯେତେବେଳେ ମୁଁ ଛିଡ଼ା ହୁଏ। ଯଦିଓ ତୁମ୍ଭେ ଦୂରରେ ଅଛ, ତୁମ୍ଭେ ମୋର ମନକଥା ଜାଣ। Gade chapit la |
ତହିଁରେ ଯେତେବେଳେ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ, ସେତେବେଳେ ଏହି ଗୀତ ସାକ୍ଷୀ ସ୍ୱରୂପ ହୋଇ ସେମାନଙ୍କ ସମ୍ମୁଖରେ ସାକ୍ଷ୍ୟ ଦେବ; ଯେହେତୁ ସେମାନଙ୍କ ବଂଶର ମୁଖରୁ ଏହି ଗୀତ ବିସ୍ମୃତ ହେବ ନାହିଁ; ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ସେହି ଦେଶକୁ ସେମାନଙ୍କୁ ଆଣିବା ପୂର୍ବେ ଏବେ ମଧ୍ୟ ସେମାନେ ଯେଉଁ କଳ୍ପନା କରୁଅଛନ୍ତି, ତାହା ଆମ୍ଭେ ଜାଣୁ।”