ଗୀତସଂହିତା 139:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ହେ ପରମେଶ୍ୱର, ମୋହର ଅନୁସନ୍ଧାନ କର ଓ ମୋʼ ଅନ୍ତଃକରଣର ପରିଚୟ ନିଅ; ମୋତେ ପରୀକ୍ଷା କର ଓ ମୋହର ସଂକଳ୍ପସବୁ ଜ୍ଞାତ ହୁଅ; Gade chapit laପବିତ୍ର ବାଇବଲ (Re-edited) - (BSI)23 ହେ ପରମେଶ୍ଵର, ମୋହର ଅନୁସନ୍ଧାନ କର ଓ ମୋʼ ଅନ୍ତଃକରଣର ପରିଚୟ ନିଅ; ମୋତେ ପରୀକ୍ଷା କର ଓ ମୋହର ସଙ୍କଳ୍ପସବୁ ଜ୍ଞାତ ହୁଅ; Gade chapit laଓଡିଆ ବାଇବେଲ23 ହେ ପରମେଶ୍ୱର, ମୋହର ଅନୁସନ୍ଧାନ କର ଓ ମୋ’ ଅନ୍ତଃକରଣର ପରିଚୟ ନିଅ; ମୋତେ ପରୀକ୍ଷା କର ଓ ମୋହର ସଂକଳ୍ପସବୁ ଜ୍ଞାତ ହୁଅ; Gade chapit laପବିତ୍ର ବାଇବଲ23 ପରମେଶ୍ୱର, ମୋ’ ପ୍ରତି ଦୃଷ୍ଟି ଦିଅ ଏବଂ ମୋର ମନ କଥା ପଢ଼। ମୋତେ ପରୀକ୍ଷା କର ଏବଂ ମୋ’ ହୃଦୟକୁ ଜାଣ। Gade chapit la |
ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”