ଗୀତସଂହିତା 139:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାରଣ ହେ ସଦାପ୍ରଭୋ, ଦେଖ, ଯାହା ତୁମ୍ଭଙ୍କୁ ସମ୍ପୂର୍ଣ୍ଣ ଗୋଚର ନୁହେଁ, ଏପରି ଗୋଟିଏ କଥା ମୋʼ ଜିହ୍ୱାରେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)4 କାରଣ ହେ ସଦାପ୍ରଭୋ, ଦେଖ, ଯାହା ତୁମ୍ଭଙ୍କୁ ସମ୍ପୂର୍ଣ୍ଣ ଗୋଚର ନୁହେଁ, ଏପରି ଗୋଟିଏ କଥା ମୋʼ ଜିହ୍ଵାରେ ନାହିଁ। Gade chapit laଓଡିଆ ବାଇବେଲ4 କାରଣ ହେ ସଦାପ୍ରଭୁ, ଦେଖ, ଯାହା ତୁମ୍ଭଙ୍କୁ ସମ୍ପୂର୍ଣ୍ଣ ଗୋଚର ନୁହେଁ, ଏପରି ଗୋଟିଏ କଥା ମୋ’ ଜିହ୍ୱାରେ ନାହିଁ। Gade chapit laପବିତ୍ର ବାଇବଲ4 ହେ ସଦାପ୍ରଭୁ, ମୋ’ ମୁହଁରୁ ଶବ୍ଦ ବାହାରିବା ପୂର୍ବରୁ ତୁମ୍ଭେ ଜାଣ ଯେ, ମୁଁ କ’ଣ କହିବାକୁ ଯାଉଛି। Gade chapit la |