Biblia Todo Logo
Bib sou entènèt

- Piblisite -




ଗୀତସଂହିତା 14:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆହା, ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହେଉ! ଯଦି ସଦାପ୍ରଭୁ ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣନ୍ତି ତେବେ ଯାକୁବ ଉଲ୍ଲାସ କରିବ ଓ ଇସ୍ରାଏଲ ଆନନ୍ଦିତ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଆହା, ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହେଉଣ!

Gade chapit la Kopi

ଓଡିଆ ବାଇବେଲ

7 ଆହା, ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହେଉ ! ଯଦି ସଦାପ୍ରଭୁ ଆପଣା ଲୋକମାନଙ୍କୁ ବନ୍ଦିତ୍ୱରୁ ଫେରାଇ ଆଣନ୍ତି ତେବେ ଯାକୁବ ଉଲ୍ଲାସ କରିବ ଓ ଇସ୍ରାଏଲ ଆନନ୍ଦିତ ହେବ।

Gade chapit la Kopi

ପବିତ୍ର ବାଇବଲ

7 ମୁଁ ଆଶାକରେ କେହି ଜଣେ ତାଙ୍କର ମନ୍ଦିରରୁ ସିୟୋନ ପର୍ବତ ଉପରକୁ ଆସନ୍ତା ଏବଂ ଇସ୍ରାଏଲକୁ ରକ୍ଷା କରନ୍ତା। ସେତେବେଳେ ସଦାପ୍ରଭୁ ତାହାଙ୍କର ଲୋକମାନଙ୍କୁ ପୁନର୍ବାର ଶକ୍ତିଶାଳୀ କରନ୍ତି, ତାହାହେଲେ ଯାକୁବ ଆହ୍ଲାଦିତ ହେବ। ଇସ୍ରାଏଲ ବହୁତ ଖୁସୀ ହେବ।

Gade chapit la Kopi




ଗୀତସଂହିତା 14:7
4 Referans Kwoze  

ଆଃ, ଯଦି ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହୁଅନ୍ତା! ଯେତେବେଳେ ପରମେଶ୍ୱର ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣିବେ, ସେତେବେଳେ ଯାକୁବ ଉଲ୍ଲସିତ ଓ ଇସ୍ରାଏଲ ଆନନ୍ଦିତ ହେବେ।


ହେ ସଦାପ୍ରଭୋ, ତୁମ୍ଭେ ନିଜ ଦେଶ ପ୍ରତି ପ୍ରସନ୍ନ ହୋଇଅଛ; ତୁମ୍ଭେ ଯାକୁବର ବନ୍ଦୀଦଶା ଫେରାଇଅଛ।


ସଦାପ୍ରଭୁ ସିୟୋନର ଦାସତ୍ୱାବସ୍ଥା ପରିବର୍ତ୍ତନ କରିବା ବେଳେ ଆମ୍ଭେମାନେ ସ୍ୱପ୍ନଦର୍ଶକମାନଙ୍କ ପରି ଥିଲୁ।


ପୁଣି, ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ ଓ ନିତ୍ୟସ୍ଥାୟୀ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ; ସେମାନେ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ।


Swiv nou:

Piblisite


Piblisite