Biblia Todo Logo
Bib sou entènèt

- Piblisite -




ଗୀତସଂହିତା 140:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ସଦାପ୍ରଭୋ, ଦୁର୍ଜ୍ଜନଠାରୁ ମୋତେ ଉଦ୍ଧାର କର; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ସଦାପ୍ରଭୋ, ଦୁର୍ଜ୍ଜନଠାରୁ ମୋତେ ଉଦ୍ଧାର କର; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର।

Gade chapit la Kopi

ଓଡିଆ ବାଇବେଲ

1 ହେ ସଦାପ୍ରଭୁ, ଦୁର୍ଜ୍ଜନଠାରୁ ମୋତେ ଉଦ୍ଧାର କର; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର।

Gade chapit la Kopi

ପବିତ୍ର ବାଇବଲ

1 ହେ ସଦାପ୍ରଭୁ, ଦୁଷ୍ଟ ଲୋକମାନଙ୍କଠାରୁ ମୋତେ ଉଦ୍ଧାର କର। ଦୌରାତ୍ମ୍ୟକାରୀ ଲୋକମାନଙ୍କଠାରୁ ମୋତେ ରକ୍ଷା କର।

Gade chapit la Kopi




ଗୀତସଂହିତା 140:1
8 Referans Kwoze  

ହେ ସଦାପ୍ରଭୋ, ଦୁଷ୍ଟର ହସ୍ତରୁ ମୋତେ ରଖ; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର; ସେମାନେ ବିପଥକୁ ମୋʼ ଚରଣ ପେଲି ଦେବା ପାଇଁ କଳ୍ପନା କରିଅଛନ୍ତି।


ସେ ମୋʼ ଶତ୍ରୁଗଣଠାରୁ ମୋତେ ରକ୍ଷା କରନ୍ତି; ହଁ, ତୁମ୍ଭେ ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ଉଦ୍ଧାର କରୁଅଛ।


ହେ ମୋହର ପରମେଶ୍ୱର, ଦୁଷ୍ଟ ଲୋକ ହସ୍ତରୁ, ଅନ୍ୟାୟକାରୀ ଓ ନିର୍ଦ୍ଦୟ ଲୋକ ହସ୍ତରୁ ମୋତେ ରକ୍ଷା କର।


ଦୁର୍ମୁଖ ଲୋକ ପୃଥିବୀରେ ସ୍ଥିର ହେବ ନାହିଁ; ଉପଦ୍ରବୀକୁ ନିପାତ କରିବା ପାଇଁ ଅମଙ୍ଗଳ ମୃଗୟା କରିବ।


ହେ ସଦାପ୍ରଭୋ, ଉଠ, ତାହାର ସମ୍ମୁଖବର୍ତ୍ତୀ ହୁଅ, ତାହାକୁ ନୁଆଁଇ ପକାଅ; ତୁମ୍ଭେ ଆପଣା ଖଡ୍ଗ ଦ୍ୱାରା ଦୁଷ୍ଟମାନଙ୍କଠାରୁ ମୋʼ ପ୍ରାଣକୁ ଉଦ୍ଧାର କର;


ହେ ପରମେଶ୍ୱର, ମୋହର ବିଚାର କର ଓ ଅଧାର୍ମିକ ଗୋଷ୍ଠୀ ବିରୁଦ୍ଧରେ ମୋହର ଗୁହାରି ନିଷ୍ପତ୍ତି କର; ପ୍ରବଞ୍ଚକ ଓ ଅନ୍ୟାୟକାରୀ ମନୁଷ୍ୟଠାରୁ ମୋତେ ଉଦ୍ଧାର କର।


Swiv nou:

Piblisite


Piblisite