ଗୀତସଂହିତା 140:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଦୁର୍ମୁଖ ଲୋକ ପୃଥିବୀରେ ସ୍ଥିର ହେବ ନାହିଁ; ଉପଦ୍ରବୀକୁ ନିପାତ କରିବା ପାଇଁ ଅମଙ୍ଗଳ ମୃଗୟା କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)11 ଦୁର୍ମୁଖ ଲୋକ ପୃଥିବୀରେ ସ୍ଥିର ହେବ ନାହିଁ; ଉପଦ୍ରବୀକି ନିପାତ କରିବା ପାଇଁ ଅମଙ୍ଗଳ ମୃଗୟା କରିବ। Gade chapit laଓଡିଆ ବାଇବେଲ11 ଦୁର୍ମୁଖ ଲୋକ ପୃଥିବୀରେ ସ୍ଥିର ହେବ ନାହିଁ; ଉପଦ୍ରବୀକୁ ନିପାତ କରିବା ପାଇଁ ଅମଙ୍ଗଳ ମୃଗୟା କରିବ। Gade chapit laପବିତ୍ର ବାଇବଲ11 ସଦାପ୍ରଭୁ, ସେହି ମିଥ୍ୟାବାଦୀ ଲୋକମାନଙ୍କୁ ସୁଖ ସମୃଦ୍ଧି ଦିଅ ନାହିଁ। ସେମାନଙ୍କୁ ଆକସ୍ମିକ ବିପତ୍ତି ଶିକାର କରିନେଉ। Gade chapit la |