ଗୀତସଂହିତା 140:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମୋହର ପରମେଶ୍ୱର; ହେ ସଦାପ୍ରଭୋ, ମୋʼ ନିବେଦନର ରବରେ କର୍ଣ୍ଣପାତ କର। Gade chapit laପବିତ୍ର ବାଇବଲ (Re-edited) - (BSI)6 ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମୋହର ପରମେଶ୍ଵର; ହେ ସଦାପ୍ରଭୋ, ମୋʼ ନିବେଦନର ରବରେ କର୍ଣ୍ଣପାତ କର। Gade chapit laଓଡିଆ ବାଇବେଲ6 ମୁଁ ସଦାପ୍ରଭୁଙ୍କୁ କହିଲି, “ତୁମ୍ଭେ ମୋହର ପରମେଶ୍ୱର; ହେ ସଦାପ୍ରଭୁ, ମୋ’ ନିବେଦନର ରବରେ କର୍ଣ୍ଣପାତ କର।” Gade chapit laପବିତ୍ର ବାଇବଲ6 ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମୋର ପରମେଶ୍ୱର। ହେ ସଦାପ୍ରଭୁ, ମୋର ପ୍ରାର୍ଥନାକୁ ଗ୍ରହଣ କର। Gade chapit la |
ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”