Biblia Todo Logo
Bib sou entènèt

- Piblisite -




ଗୀତସଂହିତା 141:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; ମୋʼ ପକ୍ଷରେ ସତ୍ୱର ହୁଅ; ମୁଁ ଡାକିବା ବେଳେ ମୋʼ ରବରେ କର୍ଣ୍ଣ ଦିଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; ମୋʼ ପକ୍ଷରେ ସତ୍ଵର ହୁଅ; ମୁଁ ଡାକିବା ବେଳେ ମୋʼ ରବରେ କର୍ଣ୍ଣ ଦିଅ।

Gade chapit la Kopi

ଓଡିଆ ବାଇବେଲ

1 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; ମୋ’ ପକ୍ଷରେ ସତ୍ୱର ହୁଅ; ମୁଁ ଡାକିବା ବେଳେ ମୋ’ ରବରେ କର୍ଣ୍ଣ ଦିଅ।

Gade chapit la Kopi

ପବିତ୍ର ବାଇବଲ

1 ହେ ସଦାପ୍ରଭୁ, ମୁଁ ତୁମ୍ଭ ସହାୟତା ପାଇଁ ପ୍ରାର୍ଥନା କରେ। ଯେତେବେଳେ ମୁଁ ଡାକୁଛି ସେତେବେଳେ ତୁମ୍ଭେ ମୋର ପ୍ରାର୍ଥନାରେ କର୍ଣ୍ଣପାତ କର। ଯଥା ଶୀଘ୍ର ମୋତେ ସାହାଯ୍ୟ କର।

Gade chapit la Kopi




ଗୀତସଂହିତା 141:1
10 Referans Kwoze  

ମାତ୍ର ମୁଁ ଦରିଦ୍ର ଓ ଦୀନହୀନ; ହେ ପରମେଶ୍ୱର, ମୋʼ ପକ୍ଷରେ ସତ୍ୱର ହୁଅ; ତୁମ୍ଭେ ମୋହର ସହାୟ ଓ ଉଦ୍ଧାରକର୍ତ୍ତା ଅଟ; ହେ ସଦାପ୍ରଭୋ, ବିଳମ୍ବ କର ନାହିଁ।


ହେ ପରମେଶ୍ୱର, ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ପରମେଶ୍ୱର, ମୋହର ସାହାଯ୍ୟ କରିବାକୁ ସତ୍ୱର ହୁଅ।


ହେ ସଦାପ୍ରଭୋ, ମୋତେ ଉତ୍ତର ଦେବାକୁ ସତ୍ୱର ହୁଅ; ମୋହର ଆତ୍ମା କ୍ଷୀଣ ହେଉଅଛି; ମୋʼ ଠାରୁ ଆପଣା ମୁଖ ଲୁଚାଅ ନାହିଁ; କେଜାଣି ମୁଁ ଗର୍ତ୍ତଗାମୀମାନଙ୍କ ତୁଲ୍ୟ ହେବି।


ହେ ସଦାପ୍ରଭୋ, ଅନୁଗ୍ରହ କରି ମୋତେ ଉଦ୍ଧାର କର; ହେ ସଦାପ୍ରଭୋ, ମୋହର ସାହାଯ୍ୟ ପାଇଁ ସତ୍ୱର ହୁଅ।


ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ଆଶ୍ରୟ, ତୁମ୍ଭେ ମୋର ସାହାଯ୍ୟ ପାଇଁ ସତ୍ୱର ହୁଅ।


ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ; ମୋʼ ନିବେଦନରେ କର୍ଣ୍ଣପାତ କର; ତୁମ୍ଭର ବିଶ୍ୱସ୍ତତା ଓ ଧର୍ମରେ ମୋତେ ଉତ୍ତର ଦିଅ।


ପୁଣି, ତୁମ୍ଭେ କାହିଁକି ମୋହର ଅପରାଧ କ୍ଷମା କରୁ ନାହଁ ଓ ମୋହର ଅଧର୍ମ ଦୂର କରୁ ନାହଁ? କାରଣ ଏବେ ମୁଁ ଧୂଳିରେ ଶୟନ କରିବି; ପୁଣି, ତୁମ୍ଭେ ଯତ୍ନପୂର୍ବକ ମୋହର ଅନ୍ଵେଷଣ କରିବ, ମାତ୍ର ମୁଁ ନ ଥିବି।”


ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ, ତୁମ୍ଭ ମହାପବିତ୍ର ସ୍ଥାନ ଆଡ଼େ ଆପଣା ହସ୍ତ ଟେକିବା ବେଳେ, ମୋʼ ନିବେଦନର ରବ ଶ୍ରବଣ କର।


ମୋହର ପ୍ରାଣ ଅନ୍ୱେଷଣକାରୀମାନେ ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋʼ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରିଯାଇ ଅପମାନିତ ହେଉନ୍ତୁ।


Swiv nou:

Piblisite


Piblisite