ଗୀତସଂହିତା 141:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଅଧର୍ମାଚାରୀ ଲୋକମାନଙ୍କ ସଙ୍ଗେ ଦୁଷ୍ଟ କ୍ରିୟାରେ ନିଯୁକ୍ତ ହେବା ପାଇଁ କୌଣସି ମନ୍ଦ ବିଷୟରେ ମୋʼ ଚିତ୍ତକୁ ପ୍ରବର୍ତ୍ତାଅ ନାହିଁ ଓ ସେମାନଙ୍କ ସୁସ୍ୱାଦୁ ଭକ୍ଷ୍ୟ ଭୋଜନ କରିବାକୁ ମୋତେ ଦିଅ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)4 ଅଧର୍ମାଚାରୀ ଲୋକମାନଙ୍କ ସଙ୍ଗେ ଦୁଷ୍ଟ କ୍ରିୟାରେ ନିଯୁକ୍ତ ହେବା ପାଇଁ କୌଣସି ମନ୍ଦ ବିଷୟରେ ମୋʼ ଚିତ୍ତକୁ ପ୍ରବର୍ତ୍ତାଅ ନାହିଁ ଓ ସେମାନଙ୍କ ସୁସ୍ଵାଦୁ ଭକ୍ଷ୍ୟ ଭୋଜନ କରିବାକୁ ମୋତେ ଦିଅ ନାହିଁ। Gade chapit laଓଡିଆ ବାଇବେଲ4 ଅଧର୍ମାଚାରୀ ଲୋକମାନଙ୍କ ସଙ୍ଗେ ଦୁଷ୍ଟ କ୍ରିୟାରେ ନିଯୁକ୍ତ ହେବା ପାଇଁ କୌଣସି ମନ୍ଦ ବିଷୟରେ ମୋ’ ଚିତ୍ତକୁ ପ୍ରବର୍ତ୍ତାଅ ନାହିଁ ଓ ସେମାନଙ୍କ ସୁସ୍ୱାଦୁ ଭକ୍ଷ୍ୟ ଭୋଜନ କରିବାକୁ ମୋତେ ଦିଅ ନାହିଁ। Gade chapit laପବିତ୍ର ବାଇବଲ4 ମୋତେ ମନ୍ଦକାର୍ଯ୍ୟ କରିବାର ଇଚ୍ଛା ଦିଅ ନାହିଁ। ଦୁଷ୍ଟ ସାଙ୍ଗ ଓ ତାଙ୍କର ଖାଦ୍ୟ ଏବଂ ମନ୍ଦକାର୍ଯ୍ୟରେ ମୋତେ ମିଶିବା ପାଇଁ ବନ୍ଦ କର। ଏପରି ସେମାନଙ୍କର ଭୋଜିଠାରୁ ଦୂରରେ ରହିବାକୁ ମୋତେ ସାହାଯ୍ୟ କର। Gade chapit la |