ଗୀତସଂହିତା 141:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେମାନଙ୍କ ବିଚାରକର୍ତ୍ତାମାନେ ଶୈଳ ପାର୍ଶ୍ୱରେ ନିକ୍ଷିପ୍ତ ହୋଇଅଛନ୍ତି; ମୋହର ବାକ୍ୟ ମଧୁର, ଏଣୁ ସେମାନେ ତାହା ଶୁଣିବେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ସେମାନଙ୍କ ବିଚାରକର୍ତ୍ତାମାନେ ଶୈଳ ପାର୍ଶ୍ଵରେ ନିକ୍ଷିପ୍ତ ହୋଇଅଛନ୍ତି; ମୋହର ବାକ୍ୟ ମଧୁର, ଏଣୁ ସେମାନେ ତାହା ଶୁଣିବେ। Gade chapit laଓଡିଆ ବାଇବେଲ6 ସେମାନଙ୍କ ବିଚାରକର୍ତ୍ତାମାନେ ଶୈଳ ପାର୍ଶ୍ୱରେ ନିକ୍ଷିପ୍ତ ହୋଇଅଛନ୍ତି; ମୋହର ବାକ୍ୟ ମଧୁର, ଏଣୁ ସେମାନେ ତାହା ଶୁଣିବେ। Gade chapit laପବିତ୍ର ବାଇବଲ6 ସେମାନଙ୍କର ନ୍ୟାୟଧୀଶମାନଙ୍କୁ ପର୍ବତର ଶୀର୍ଷରୁ ଫିଙ୍ଗା ଯାଉ। ତେବେ ଲୋକମାନେ ଜାଣିବେ ଯେ, ମୁଁ ସତ୍ୟ କହିଅଛି। Gade chapit la |
ଆଉ ଦାଉଦ ଇସ୍ରାଏଲର ସମଗ୍ର ସମାଜକୁ କହିଲେ, “ଯଦି ତୁମ୍ଭମାନଙ୍କୁ ଉତ୍ତମ ଦେଖାଯାଏ ଓ ଯଦି ତାହା ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଡ଼ୁ ହୁଏ, ତେବେ ଇସ୍ରାଏଲର ସମୁଦାୟ ପ୍ରଦେଶରେ ଆମ୍ଭମାନଙ୍କ ଅବଶିଷ୍ଟ ଭ୍ରାତୃଗଣ ଓ ସେମାନଙ୍କ ସଙ୍ଗେ ଆପଣା ଆପଣା ତଳିଭୂମି-ବିଶିଷ୍ଟ ନଗରରେ ବାସକାରୀ ଯାଜକମାନେ ଓ ଲେବୀୟମାନେ ଯେପରି ଆମ୍ଭମାନଙ୍କ ନିକଟରେ ଏକତ୍ରିତ ହୁଅନ୍ତି, ଏନିମନ୍ତେ ଆସ, ଆମ୍ଭେମାନେ ସର୍ବତ୍ର ସେମାନଙ୍କ ନିକଟକୁ ଲୋକ ପଠାଉ।